Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କେବେ ଖୋଲିବ ସ୍କୁଲ?: ଘୋଷଣା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଆଜିର ଖବର

ରାଜ୍ୟରେ କେବେ ଖୋଲିବ ସ୍କୁଲ?: ଘୋଷଣା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

June 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Nityananda Gond
Schools to reopen on June 18: Nityananda Gond

ଭୁବନେଶ୍ଵର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଛୁଟି ଅବଧି ବଢ଼ିବ କି ନାହିଁ, ସେ ନେଇ ଦ୍ୱନ୍ଦ୍ୱ ଦେଖାଦେଇଥିଲା। ତେବେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହା ଉପରେ ସମ୍ପୂର୍ଣ୍ଣ ବିରାମ ଲଗାଇଛନ୍ତି। ଆସନ୍ତା ୧୮ ତାରିଖରୁ ସ୍କୁଲ ଗୁଡ଼ିକ ଖୋଲିବ ବୋଲି ସେ କହିଛନ୍ତି।

ତେବେ ଆଗକୁ ଯଦି ଅସହ୍ୟ ଗରମ ହୁଏ, ପରିସ୍ଥିତିକୁ ଦେଖି ପରବର୍ତ୍ତୀ ସମୟରେ ବିଚାର କରାଯିବ। କିନ୍ତୁ ବର୍ତ୍ତମାନ ସୁଦ୍ଧା ଛୁଟି ବଢ଼ାଇବା ନେଇ ସେମିତି କୌଣସି ଅଲଗା ନିଷ୍ପତ୍ତି ହୋଇନାହିଁ ବୋଲି ଶ୍ରୀ ଗଣ୍ଡ କହିଛନ୍ତି।

ଗ୍ରୀଷ୍ମ ପ୍ରବାହ ନିତ୍ୟାନନ୍ଦ ଗଣ୍ଡ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସ୍କୁଲ ଛୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ପେଟେଣ୍ଟ ରାଙ୍କିଙ୍ଗରେ ବିଶ୍ୱର ଶ୍ରେଷ୍ଠ ୨୦ ମଧ୍ୟରେ ଜିଓ

June 15, 2026

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

June 15, 2026

ବାତିଲ୍ ହେଲା ହାୱଡ଼ା–ପୁରୀ–ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସ

June 15, 2026

ଶ୍ରୀଲଙ୍କାଠାରୁ ସୁପର ଓଭରରେ ହାରିଲା ଭାରତ

June 15, 2026
Latest News

ରାଜ୍ୟରେ କେବେ ଖୋଲିବ ସ୍କୁଲ?: ଘୋଷଣା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

June 15, 2026

ପେଟେଣ୍ଟ ରାଙ୍କିଙ୍ଗରେ ବିଶ୍ୱର ଶ୍ରେଷ୍ଠ ୨୦ ମଧ୍ୟରେ ଜିଓ

June 15, 2026

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

June 15, 2026

ବାତିଲ୍ ହେଲା ହାୱଡ଼ା–ପୁରୀ–ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସ

June 15, 2026

ଶ୍ରୀଲଙ୍କାଠାରୁ ସୁପର ଓଭରରେ ହାରିଲା ଭାରତ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.