Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ୍ ଝଟକାରେ ଦୁଇ ଯାଆଙ୍କ ମୃତ୍ୟୁ, ଜଣେ ଆହତ
ଆଜିର ଖବର

ବିଦ୍ୟୁତ୍ ଝଟକାରେ ଦୁଇ ଯାଆଙ୍କ ମୃତ୍ୟୁ, ଜଣେ ଆହତ

June 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଥାନା ଅନ୍ତର୍ଗତ ରଞ୍ଜାଗୋଳ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ଗତକାଲି ରାତି ପ୍ରାୟ ୨ଟା ସମୟରେ ଘରେ ଟଣାଯାଇଥିବା ବିଦ୍ୟୁତ୍ ସଂଯୋଗରେ ଝଟକା ଲାଗି ଦୁଇ ଯାଆଙ୍କର ମୃତ୍ୟୁ ହୋଇଛି। ମୃତକ ଦୁଇଜଣ ହେଲେ ମନିଷା ଦେହୁରୀ (୪୦) ଓ ରଞ୍ଜୁ ଦେହୁରୀ (୩୮)।

ଏହି ଘଟଣାରେ ସେମାନଙ୍କର ସମ୍ପର୍କୀୟ ଖୁଡ଼ୀ ସାବିତ୍ରୀ ଦେହୁରୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଖଜୁରିଆକଟା ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି।

ଘଟଣା ପରେ ଦୁଇ ମୃତଦେହକୁ ହିନ୍ଦୋଳ ମେଡିକାଲରେ ରଖାଯାଇଛି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ହିନ୍ଦୋଳ ଥାନା ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଏହି ଅଘଟଣ ପରେ ସମଗ୍ର ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

ବିଦ୍ୟୁତ୍ ଝଟକା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ

June 17, 2026

ଅଶାନ୍ତ ବ୍ରହ୍ମପୁର : ନାବାଳକକୁ ପିଟିପିଟି ମାରିଦେଲେ

June 17, 2026

କର୍ଣ୍ଣାଟକରେ ପୁଣି ଥରେ ରିସର୍ଟ ରାଜନୀତି: ବିଧାୟକମାନଙ୍କୁ ରିସର୍ଟରେ ରଖିଲା କଂଗ୍ରେସ

June 17, 2026

ଢାବାରେ ନିଆଁ : ୩ ଗୁରୁତର

June 17, 2026
Latest News

ବିଦ୍ୟୁତ୍ ଝଟକାରେ ଦୁଇ ଯାଆଙ୍କ ମୃତ୍ୟୁ, ଜଣେ ଆହତ

June 17, 2026

ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ

June 17, 2026

ଅଶାନ୍ତ ବ୍ରହ୍ମପୁର : ନାବାଳକକୁ ପିଟିପିଟି ମାରିଦେଲେ

June 17, 2026

କର୍ଣ୍ଣାଟକରେ ପୁଣି ଥରେ ରିସର୍ଟ ରାଜନୀତି: ବିଧାୟକମାନଙ୍କୁ ରିସର୍ଟରେ ରଖିଲା କଂଗ୍ରେସ

June 17, 2026

ଢାବାରେ ନିଆଁ : ୩ ଗୁରୁତର

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.