Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛୋଟା ରାଜନ୍‌କୁ 8 ବର୍ଷ ଜେଲ୍‌
ଆଜିର ଖବର

ଛୋଟା ରାଜନ୍‌କୁ 8 ବର୍ଷ ଜେଲ୍‌

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ୍‌ ଏବଂ ଅନ୍ୟ 4 ଜଣଙ୍କୁ 8 ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ । 2012 ମସିହାରେ ମୁମ୍ବାଇର ଜଣେ ହୋଟେଲ ବ୍ୟବସାୟୀଙ୍କୁ ବ୍ଲାକ୍‌ମେଲ ଓ ହତ୍ୟା ଉଦ୍ୟମ କରିବା ମାମଲାରେ ଏହି ଦଣ୍ଡବିଧାନ କରାଯାଇଛି । ଏହା ପୂର୍ବରୁ ମୁମ୍ବାଇର ଏହି ସ୍ୱତନ୍ତ୍ର କୋର୍ଟ ଛୋଟା ରାଜନ୍‌ ଏବଂ ଅନ୍ୟ 5 ଜଣଙ୍କୁ ଆର୍ମସ ଆକ୍ଟରେ ଦୋଷୀ ସାବ୍ୟସ୍ତ କରିଥିଲେ । କୋର୍ଟ ଆଜି ଅପରାହ୍ଣରେ ଏହି ରାୟ ଦେଇଛନ୍ତି । ଜେଲଦଣ୍ଡ ବ୍ୟତୀତ କୋର୍ଟ ଏହି ଅଣ୍ଡରୱାର୍ଲ୍ଡ ଡନ୍‌କୁ 5 ଲକ୍ଷ ଟଙ୍କାର ଜୋରିମାନା ଦେବାକୁ ମଧ୍ୟ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.