Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଆଜିର ଖବର

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

June 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ରେଳବାଇ
ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ରେଳ ଫାଟକ ନିକଟ ରେଳ ଲାଇନରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ଜିଆରପି। ମୃତ ଯୁବକ ଜଣକ ଧୂଆଁଳ ଗ୍ରାମର ବୋଲି ଜଣାପଡିଛି।

ସୂଚନା ମୁତାବକ ବୁଧବାର ସକାଳେ ରେଳ ଲାଇନରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ଜିଆରପିକୁ ଖବର ଦେଇଥିଲେ। ଖବର ପାଇ ନିରାକାରପୁର ଜିଆରପି ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ମୃତ୍ୟୁ ଦୁର୍ଘଟଣା ଜନିତ ନା ଆତ୍ମହତ୍ୟା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଜିଆରପି ପକ୍ଷରୁ କୁହାଯାଇଛି।

ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଧୂଆଁଳ ରେଳ ଫାଟକ ବାଲୁଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ : ତିନି ଗିରଫ

July 10, 2026

ଅଣସରର ଏକାଦଶ ଦିନ: ଆଜି ଚକାବିଜେ କରିବେ ମହାପ୍ରଭୁ, କାଲି ଦଶମୂଳମୋଦକ ସେବନ ପରେ ସୁସ୍ଥ ହେବେ ଶ୍ରୀଜିଉ

July 10, 2026

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026
Latest News

ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ : ତିନି ଗିରଫ

July 10, 2026

ଅଣସରର ଏକାଦଶ ଦିନ: ଆଜି ଚକାବିଜେ କରିବେ ମହାପ୍ରଭୁ, କାଲି ଦଶମୂଳମୋଦକ ସେବନ ପରେ ସୁସ୍ଥ ହେବେ ଶ୍ରୀଜିଉ

July 10, 2026

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.