Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ
ଆଜିର ଖବର

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ମାତୃ ଓ ଶିଶୁ କଲ୍ୟାଣ ସଭା ଗୃହରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ବୈଠକରେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ, ପରିବାର କଲ୍ୟାଣ, ଡାକ୍ତର ପ୍ରଦୀପ କୁମାର ସାହୁ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଭେକ୍ଟର ବାହିତ ରୋଗ, ଡାକ୍ତର ଜୀବନ୍ତ ଆଚାର୍ଜୀ, ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ଅବିନାଶ ରାଉତରାୟ ସମେତ ଆଶା ଓ ଅଙ୍ଗୱାଡ଼ି କର୍ମୀ ଯୋଗ ଦେଇଥିଲେ।

ଡାଇରିଆକୁ କିପରି ରୋକିବା, ସ୍ଵଚ୍ଛତା କୁ ଆପଣେଇବା, ଓଆରଏସ ପାନୀୟ ଉପରେ ଧ୍ୟାନ ରଖିବା, ଡାଇରିଆର ପ୍ରତିଷେଧକ ଜିଙ୍କ ବଟିକା ଏବଂ ଓ ଆର ଏସ ବ୍ୟବହାର ଉପରେ ସୁନିଶ୍ଚିତ କରିବା, ୫ ବର୍ଷର କମ ଶିଶୁଙ୍କୁ ଅଧିକ ଧ୍ୟାନରେ ରଖିବା ଉପରେ ଜିଲ୍ଲା ଶିକ୍ଷା ବିଭାଗର ଅଧିକାରୀ ସରୋଜ କୁମାର ସିଂ ଆଲୋକପାତ କରିଥିଲେ। ଭେକ୍ଟର ବାହିତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ବିଶୁଦ୍ଧ ପିଇବା ପାଣି ପିଇବା, ଖାଇବା ପୂର୍ବରୁ ହାତକୁ ଭଲ ଭାବରେ ସାବୁନରେ ଧୋଇବା ତଥା ରୋଟା ଭାଇରସ ଓ ମିଳିମିଳା ଟୀକାକରଣ ଉପରେ ସଚେତନତା ସୂଚନା ଓ ବକ୍ତବ୍ୟ ପ୍ରଦାନ କରିଥିଲେ।

ଶେଷରେ ଡିଏମଆରସିଏସ, ରୋଜାଲିନ ମହାପାତ୍ର ଓ ସହାୟକ ଜନସ୍ୱାସ୍ଥ୍ୟ ସଂଚାରଣ ଅଧିକାରୀ ରବୀନ୍ଦ୍ର କୁମାର ପାରମାଣିକ ଆଶା କର୍ମୀ ମାନଙ୍କର ଆଜ ଦିନଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଘରକୁ ଘର ଯାଇ ଷ୍ଟପ ଡାଇରିଆ ବାର୍ତ୍ତା ଓ ପରାମର୍ଶ ଦେବା ଏବଂ ଓ ଆର ଏସ ଏବଂ ଜିଙ୍କ ବଟିକା ପ୍ରଦାନ କରିବାର ଦାୟିତ୍ବ ସମ୍ପର୍କରେ ଅବଗତ କରାଇଥିଲେ। ଘର ଓ ଚତୁର୍ପାର୍ଶ୍ଵିକ ପରିବେଶ ପରିଷ୍କାର ପରିଚ୍ଛନ୍ନ ରଖିବା, ବିଶୁଦ୍ଧ ପାଣି ବ୍ୟବହାର, ହାତ ଧୋଇବା, ଖାଦ୍ୟ ପଦାର୍ଥ ଘୋଡାଇ ରଖିବା, କୂଅ ପାଣି ବିଶୋଧନ, ଶୌଚାଳୟ ବ୍ୟବହାର ଦିଗରେ ଆଶା କର୍ମୀଙ୍କ ଦାୟିତ୍ଵ ସମ୍ପର୍କରେ ମଧ୍ୟ ବକ୍ତବ୍ୟ ରଖିଥିଲେ। ଶେଷରେ ରୋଜାଲିନ ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ।

ଖୋର୍ଦ୍ଧା ମାତୃ ଓ ଶିଶୁ କଲ୍ୟାଣ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଧା ଦେବ କି ବର୍ଷା?: ଜାଣନ୍ତୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ର ପାଣିପାଗ ସ୍ଥିତି

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026
Latest News

ବାଧା ଦେବ କି ବର୍ଷା?: ଜାଣନ୍ତୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ର ପାଣିପାଗ ସ୍ଥିତି

July 9, 2026

ଆମେରିକା ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର: ବଡ଼ ଘୋଷଣା କଲା ଏହି ଦେଶ

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

ସମଗ୍ର ବିଶ୍ୱ ବଜାରକୁ ଦୋହଲାଇ ଦେଲା ଟ୍ରମ୍ପଙ୍କ ବୟାନ: ବଢିଲା ଅଶୋଧିତ ତୈଳ ମୂଲ୍ୟ

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.