Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି
ଆଜିର ଖବର

ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି

June 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶୀଘ୍ର ଆବେଦନ କରନ୍ତୁ
Notification Issued for ITEP Course Admissions

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ (Integrated Teacher Education Programme -ITEP) ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲକୁ ଯାଇ ଉକ୍ତ ପାଠ୍ୟକ୍ରମ ନିମନ୍ତେ ଆବେଦନ କରିପାରିବେ।

ଆଜି ତଥା ଜୁନ୍ ୨୦ ତାରିଖ ଅପରାହ୍ନ ୨ ଘଟିକାଠାରୁ ସାମ୍ସ ପୋର୍ଟାଲରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହି ଆବେଦନ ପ୍ରକିୟା ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୧୦ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶିତ ହେବ।

ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ ପାଠ୍ୟକ୍ରମରେ ନାମଲେଖା ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (NTA) ଦ୍ୱାରା ଅନୁଷ୍ଠିତ ନ୍ୟାସନାଲ୍ କମନ୍ ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ର (NCET-2026) ମାର୍କ ଆଧାରରେ କରାଯିବ।

ଶିକ୍ଷାବର୍ଷ ୨୦୨୬-୨୭ରେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ ପାଠ୍ୟକ୍ରମରେ ପାଠପଢ଼ା ଆସନ୍ତା ଅଗଷ୍ଟ ୧, ୨୦୨୬ ରିଖରେ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Admissions ITEP Course NCET-2026 Notification Issued nta
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ ବନାମ ଇଂଲଣ୍ଡ ପଞ୍ଚମ ଟି-୨୦: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

July 11, 2026

ବୃଦ୍ଧାବସ୍ଥାରେ ଆପଣଙ୍କୁ ମିଳିବ ନିଶ୍ଚିତ ମାସିକ ପେନସନ: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ପୂର୍ବତନ ସେନା କର୍ମଚାରୀଙ୍କ ପେନ୍‍ସନ୍‍ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ଗୁରୁ୍ତ୍ୱ

July 11, 2026
Latest News

ଆଜି ଭାରତ ବନାମ ଇଂଲଣ୍ଡ ପଞ୍ଚମ ଟି-୨୦: ଜାଣନ୍ତୁ ମ୍ୟାଚ୍ ସମୟ ଏବଂ ଲାଇଭ୍ ଷ୍ଟ୍ରିମିଂ ବିବରଣୀ

July 11, 2026

ବୃଦ୍ଧାବସ୍ଥାରେ ଆପଣଙ୍କୁ ମିଳିବ ନିଶ୍ଚିତ ମାସିକ ପେନସନ: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ବେପରୁଆ ଗାଡ଼ି ଚାଳକ ସାବଧାନ!: ମୌସୁମୀ ଅଧିବେଶନରେ ଆସୁଛି ନୂତନ ଟ୍ରାଫିକ୍ ଆଇନ

July 11, 2026

ପୂର୍ବତନ ସେନା କର୍ମଚାରୀଙ୍କ ପେନ୍‍ସନ୍‍ ଅଭିଯୋଗର ତୁରନ୍ତ ସମାଧାନ ପାଇଁ ଗୁରୁ୍ତ୍ୱ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.