Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗିରଫଦାରୀ ପ୍ରତିବାଦରେ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ଚିଦାମ୍ବରମ୍‌ : ତ୍ବରିତ ବିଚାରକୁ ସୁପ୍ରିମ୍‌କୋର୍ଟଙ୍କ ନା
ଆଜିର ଖବର

ଗିରଫଦାରୀ ପ୍ରତିବାଦରେ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ଚିଦାମ୍ବରମ୍‌ : ତ୍ବରିତ ବିଚାରକୁ ସୁପ୍ରିମ୍‌କୋର୍ଟଙ୍କ ନା

August 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗିରଫଦାରୀ ଉପରୁ ପ୍ରତିବନ୍ଧକ ଉଠାଇବା ସହିତ ଆଗୁଆ ଜାମିନ ଆବେଦନ ଖାରଜ ହେବା ପରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍‌ । ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଚିଦାମ୍ବରମଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିବା ପରେ ମଧ୍ୟରାତ୍ରରେ ଚିଦାମ୍ବରମଙ୍କ ଓକିଲ କପିଲ୍ ଶିବଲ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । କୋର୍ଟ ମାମଲାକୁ ଗ୍ରହଣ କରିଥିଲେ ମଧ୍ୟ ତ୍ବରିତ ଶୁଣାଣି ଆବେଦନକୁ ଖାରଜ କରି ଦେଇଛନ୍ତି । ଫଳରେ ଆଇଏନ୍‌ଏକ୍ସ ମିଡିଆ ମାମଲାର ମୁଖ୍ୟ ଅଭିଯୁକ୍ତ ଚିଦାମ୍ବରମ୍‌ଙ୍କ ଗିରଫ ସମ୍ଭାବନା ଦେଖାଦେଇଛି । ଜଷ୍ଟିସ୍‌ ଏନ୍‌ ଭି ରମଣା ଏହି ମାମଲାର ବିଚାର କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ଚିଦାମ୍ବରମ ମନ୍ତ୍ରୀ ରହିଥିବା ସମୟରେ 2007 ମସିହାରେ ଆଇଏନ୍‌ଏକ୍ସ ମିଡିଆ 305 କୋଟି ଟଙ୍କାର ବିଦେଶୀ ଅର୍ଥ ଗ୍ରହଣ କରିଥିଲା । ସିବିଆଇ ପକ୍ଷରୁ ମଙ୍ଗଳବାର ମଧ୍ୟରାତ୍ରରେ ଚିଦାମ୍ବରମଙ୍କ ବିପକ୍ଷରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026

ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପରାକ୍ରମ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 24, 2026

ଆଜି ଜାନୁୟାରୀ ୨୪ ତାରିଖ ଶନିବାରରେ ଆଠଟି ରାଶି ପାଇଁ ରହିଛି ଭଲ ଖବର

January 24, 2026
Latest News

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026

ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପରାକ୍ରମ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 24, 2026

ଆଜି ଜାନୁୟାରୀ ୨୪ ତାରିଖ ଶନିବାରରେ ଆଠଟି ରାଶି ପାଇଁ ରହିଛି ଭଲ ଖବର

January 24, 2026

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.