Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟ : ନ୍ୟୁଜିଲ୍ୟାଣ୍ଡକୁ 5-0ରେ ପରାସ୍ତ କଲା ଭାରତ
ଆଜିର ଖବର

ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟ : ନ୍ୟୁଜିଲ୍ୟାଣ୍ଡକୁ 5-0ରେ ପରାସ୍ତ କଲା ଭାରତ

August 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଲମ୍ପିକ୍ସ ଟେଷ୍ଟ ଇଭେଣ୍ଟରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ଏକ ପାଖିଆ ଭାବରେ ପରାସ୍ତ କରିଛି । ପ୍ରଥମ ମ୍ୟାଚ୍‌ରେ ଭାରତ ନ୍ୟୁଜିଲ୍ୟାଣ୍ଡ ନିକଟରୁ 1-2 ଗୋଲ୍‌ରେ ପରାସ୍ତ ହୋଇଥିବା ବେଳେ ଦ୍ବିତୀୟ ମ୍ୟାଚ୍‌ରେ ଜାପାନ୍‌କୁ 6-3ରେ ପରାସ୍ତ କରିଥିଲା । ଜାପାନ୍‌ର ଓଆଇ ହକି ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ପକ୍ଷରୁ ପାଞ୍ଚ ଜଣ ଖେଳାଳି ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ । ଅଧିନାୟକ ହରମନପ୍ରୀତ୍‌ ସିଂ ମ୍ୟାଚ୍‌ର ସପ୍ତମ ମିନିଟ୍‌ରେ ମ୍ୟାଚ୍‌ର ପ୍ରଥମ ଗୋଲ୍‌ ସ୍କୋର କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍‌ଶେର ସିଂ(18), ନୀଳକଣ୍ଠ ଶର୍ମା(22), ଗୁରସାହିବଜିତ୍‌ ସିଂ(26) ଏବଂ ମନଦୀପ୍‌ ସିଂ 27 ତମ ମିନିଟ୍‌ରେ ଗୋଲ୍‌ ସ୍କୋର କରି ଭାରତକୁ ବିଜୟୀ କରିଥିଲେ । ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଭାରତ ଆକ୍ରଣାତ୍ମକ ହକି ଖେଳିଥିବା ବେଳେ ଦ୍ବିତୀୟ ଭାଗରେ ରକ୍ଷଣାତ୍ମକ ହକି ଖେଳିଥିଲା । ଭାରତ ଦୁଇଟି ଗୋଲ୍‌ ପେନାଲ୍‌ଟି ଜରିଆରେ ସ୍କୋର କରିଥିବା ବେଳେ ତିନୋଟି ଫିଲ୍‌ଡ ଗୋଲ୍‌ ସ୍କୋର କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.