Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 
ଆଜିର ଖବର

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ୍‌
ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ରେଳବାଇର ଧନବାଦ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ ଭିତ୍ତିଭୂମି ଆଧୁନିକୀକରଣ କାର୍ଯ୍ୟ ଚାଲୁଥିବାରୁ, ପୂର୍ବ ତଟ ରେଳପଥ ଦେଇ ଚଳାଚଳ କରୁଥିବା କେତେକ ଟ୍ରେନ ନିର୍ଦ୍ଦିଷ୍ଟ ତାରିଖରେ ଅସ୍ଥାୟୀ ଭାବେ ପରିବର୍ତ୍ତିତ ମାର୍ଗ (ଡାଇଭର୍ସନ) ଦେଇ ଚଳାଚଳ କରିବ।

ସଂଶୋଧିତ ବ୍ୟବସ୍ଥା ନିମ୍ନମତେ ରହିଛି:

ଟ୍ରେନ୍ ନଂ ୧୮୩୦୯ ସମ୍ବଲପୁର-ଜାମୁ ତାୱି ଏକ୍ସପ୍ରେସ ୨୩, ୨୫ ଏବଂ ୨୭ ଜୁନରେ ଯାତ୍ରା ଆରମ୍ଭ କରୁଥିବା ଏହି ଟ୍ରେନ୍‌ଟି ବାରକାକାନା, ଗାରୱା ରୋଡ୍ ଜଙ୍କସନ୍ ଏବଂ ଗାରୱା ଦେଇ ଯିବା ପରିବର୍ତ୍ତେ ମୁରୀ ଜଙ୍କସନ୍, ବୋକାରୋ ଷ୍ଟିଲ୍ ସିଟି, ରାଜାବେରା, ଏନ୍‌ଏସ୍‌ସି ବୋଷ ଜଙ୍କସନ୍ ଗୋମୋ, ଗୟା ଜଙ୍କସନ୍, ଦେହରି-ଅନ୍-ସୋନ୍, ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଜଙ୍କସନ୍ ଏବଂ ଚୁନାର ଦେଇ ଚଳାଚଳ କରିବ।

ଟ୍ରେନ୍ ନଂ ୧୮୩୧୦ ଜାମୁ ତାୱି-ସମ୍ବଲପୁର ଏକ୍ସପ୍ରେସ: ୨୩ ଏବଂ ୨୫ ଜୁନରେ ଯାତ୍ରା ଆରମ୍ଭ କରୁଥିବା ଏହି ଟ୍ରେନ୍‌ଟି ଗାରୱା, ଗାରୱା ରୋଡ୍ ଜଙ୍କସନ୍ ଏବଂ ବାରକାକାନା ଦେଇ ଯିବା ପରିବର୍ତ୍ତେ ଚୁନାର, ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଜଙ୍କସନ୍, ଦେହରି-ଅନ୍-ସୋନ୍, ଗୟା ଜଙ୍କସନ୍, ଏନ୍‌ଏସ୍‌ସି ବୋଷ ଜଙ୍କସନ୍ ଗୋମୋ, ରାଜାବେରା, ବୋକାରୋ ଷ୍ଟିଲ୍ ସିଟି ଏବଂ ମୁରୀ ଜଙ୍କସନ୍ ଦେଇ ଚଳାଚଳ କରିବ।

ଯାତ୍ରୀମାନଙ୍କୁ ଏହି ସଂଶୋଧିତ ମାର୍ଗକୁ ଧ୍ୟାନରେ ରଖି ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ । ଟ୍ରେନ୍ ସମ୍ବନ୍ଧୀୟ ଅପଡେଟ୍ ସୂଚନା ପାଇଁ, ଯାତ୍ରୀମାନେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ‘ନ୍ୟାସନାଲ୍ ଟ୍ରେନ୍ ଏନକ୍ୱାରୀ ସିଷ୍ଟମ୍’ (NTES) କୁ ଭିଜିଟ୍ କରନ୍ତୁ କିମ୍ବା ରେଳବାଇର ଅଫିସିଆଲ୍ ୱେବସାଇଟ୍ ଯାଞ୍ଚ କରିପାରିବେ।

ଆଧୁନିକୀକରଣ କାର୍ଯ୍ୟ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ ଧନବାଦ ଡିଭିଜନ
Share. Facebook Twitter LinkedIn Email WhatsApp Copy Link

Related Posts

ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 31, 2026

ରାଶିଫଳ: ଅଗଷ୍ଟ ୩୧ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ସୁଖ ସମୃଦ୍ଧି

August 31, 2026

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026
Latest News

ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 31, 2026

ରାଶିଫଳ: ଅଗଷ୍ଟ ୩୧ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ସୁଖ ସମୃଦ୍ଧି

August 31, 2026

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.