Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର
ଆଜିର ଖବର

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର

June 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରର ଝାରପଡ଼ା ସ୍ୱତନ୍ତ୍ର କାରାଗାରରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଥିତ ଭାବେ ବ୍ରାଉନ୍‌ସୁଗାର ସେବନ କରିବା ପରେ ୭ ଜଣ କଏଦୀ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ୨ ଜଣଙ୍କୁ ଏମ୍‌ସ ଭୁବନେଶ୍ୱର ଓ ଜଣଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଭର୍ତ୍ତି କରାଯାଇଛି।

ଅସୁସ୍ଥ କଏଦୀମାନଙ୍କ ମଧ୍ୟରେ ମାଓନେତା ରୁପ୍ ସିଂହ ମଧ୍ୟ ଥିବା ଜଣାପଡ଼ିଛି। ଅନ୍ୟ କଏଦୀମାନଙ୍କ ମଧ୍ୟରେ ସାଜିଦ୍ ଖାନ, ସୀମାଞ୍ଚଳ କୁଞ୍ଜ, ବିକାଶ ପାଇଟାଲ ଓ ବାବୁଲା ପ୍ରଧାନଙ୍କ ନାମ ରହିଛି।

ସୂଚନା ଅନୁଯାୟୀ, ସନ୍ଧ୍ୟାବେଳେ ଜେଲ୍‌ର ବିଭିନ୍ନ ସେଲ୍‌ରେ ଥିବା କଏଦୀମାନେ ହଠାତ୍ ଅସୁସ୍ଥ ହୋଇ ପାଟିରୁ ଫେଣ ଓ ଲାଳ ବାହାର କରିବା ସହ ବାନ୍ତି କରିଥିଲେ। ସେମାନଙ୍କ ଚିତ୍କାର ଶୁଣି ଜେଲ୍‌ କର୍ମଚାରୀମାନେ ତୁରନ୍ତ ଉଦ୍ଧାର କରି ହସ୍ପିଟାଲ୍‌କୁ ପଠାଇଥିଲେ।

ପ୍ରାଥମିକ ତଦନ୍ତରୁ ମାତ୍ରାଧିକ ନିଶାଦ୍ରବ୍ୟ ସେବନ ଯୋଗୁଁ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ତେବେ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି—କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଝାରପଡ଼ା ଜେଲ୍‌ ଭିତରକୁ ବ୍ରାଉନ୍‌ସୁଗାର ପହଞ୍ଚିଲା କେମିତି? ଏନେଇ ଜେଲ୍‌ ପ୍ରଶାସନ ଓ ସୁରକ୍ଷା ବ୍ୟବସ୍ଥାକୁ ନେଇ ଗୁରୁତର ପ୍ରଶ୍ନ ଉଠିଛି।

କଏଦୀ ଅସୁସ୍ଥ ବ୍ରାଉନ୍‌ସୁଗାର୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.