Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ
ଆଜିର ଖବର

ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

June 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ
ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

ଭୁବନେଶ୍ୱର: କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଆଜି ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ସାକ୍ଷାତକାରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଠାୱଲେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ସାମାଜିକ କଲ୍ୟାଣ ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାର ପକ୍ଷରୁ କରାଯାଉଥିବା ସମସ୍ତ ଜନହିତକର କାର୍ଯ୍ୟରେ ସମ୍ପୂର୍ଣ୍ଣ ସମନ୍ୱୟ ରକ୍ଷା କରାଯାଇ ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶାରେ ସାମାଜିକ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନିଆଯାଉଛି ବୋଲି ପ୍ରକାଶ କରି ମଧୁବାବୁ ପେନସନ ଯୋଜନାରେ ଆଉ ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଅଧିକ ୫ କିଲୋ ଚାଉଳ ଯୋଗାଇଦେବା ଆଦି ବିଭିନ୍ନ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲେ।

RAMDAS ATHAWALE ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ରାମଦାସ ଅଠାୱଲେ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026
Latest News

ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଛତିଶଗଡ଼ର ରାଜ୍ୟପାଳ

August 7, 2026

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.