Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ ଭିଡିବା ବେଳେ ବିସ୍ଫୋରଣ : ପୁଅ ମୃତ
ଆଜିର ଖବର

ବାଣ ଭିଡିବା ବେଳେ ବିସ୍ଫୋରଣ : ପୁଅ ମୃତ

June 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ପାଟପୁର ଥାନା ସିଙ୍ଗିପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଘଟିଛି ଏକ ଭୟାବହ ବାଣ ବିସ୍ଫୋରଣ। ଘରେ ବାଣ ଭିଡୁଥିବା ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ବାପା ଓ ମାଆ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ପରିବାର ସଦସ୍ୟମାନେ ଘରେ ଥିବା ବେଳେ ବାଣ ଭିଡୁଥିବା ସମୟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଏହାର ପ୍ରଭାବରେ ଘରର ଚାଳ ଓ ଛପର ଉଡ଼ିଯାଇଥିବା ଚାରିଆଡେ ଆତଙ୍କ ଖେଳିଯାଇଥିଲା।

ଘଟଣାର ଖବର ପାଇ ପାଟପୁର ପୋଲିସ ଓ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ପରେ ବାପା ଓ ମାଆକୁ  ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ବିସ୍ଫୋରଣର ପ୍ରକୃତ କାରଣ ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ।

ପୁଅ ମୃତ ବାଣ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିପି-ଆଇଜିପି ସମ୍ମିଳନୀ: ଭବିଷ୍ୟତର ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

August 29, 2026

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

200 କିମି ରେଞ୍ଜର ସ୍କୁଟର ଲଞ୍ଚ କଲା Ather: ଜାଣନ୍ତୁ ମୂଲ୍ୟ କେତେ?

August 29, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା!: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସର କାର୍ଯ୍ୟାନୁଷ୍ଠାନ

August 29, 2026
Latest News

ଡିଜିପି-ଆଇଜିପି ସମ୍ମିଳନୀ: ଭବିଷ୍ୟତର ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

August 29, 2026

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

200 କିମି ରେଞ୍ଜର ସ୍କୁଟର ଲଞ୍ଚ କଲା Ather: ଜାଣନ୍ତୁ ମୂଲ୍ୟ କେତେ?

August 29, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା!: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସର କାର୍ଯ୍ୟାନୁଷ୍ଠାନ

August 29, 2026

ଅଗଷ୍ଟ ୩୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.