Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ
ଆଜିର ଖବର

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ
ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଆଇନ ଭାବେ ବାଲି ଚୋରାଚାଲାଣ କରୁଥିବା ଦୁଇ ହାଇୱା ଗାଡ଼ିକୁ ଗାଙ୍ଗପୁର ପୋଲିସ ଜବତ କରିଛି। ଖବରରୁ ଜଣାପଡିଛି ଯେ, ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ନିକଟରେ ଗାଙ୍ଗପୁର ଥାନା ଅତିରିକ୍ତ ଥାନା ଅଧିକାରୀ ସାରଲତା ପ୍ରଧାନ ପୋଲିସ ଟିମ ସହ ତଦନ୍ତ କରୁଥିବା ବେଳେ ଭଞ୍ଜନଗର ପଟୁ ଆସିକା ଅଭିମୁଖେ ଯାଉଥିବା ଦୁଇଟି ବାଲି ବୋଝେଇ ହାଇୱା ନମ୍ବର ଓଡି -୩୨କେ ୬୮୯୫ ଓ ଓଡି -୩୨କେ ୪୬୪୭ ଦୁଇଟିକୁ ଯାଞ୍ଚ କରିବା ବେଳେ ବାଲି ବେଆଇନ ଭାବେ ଚାଲାଣ ହେଉଥିବା ଜଣାପଡିଥିଲା।

ଏନେଇ ଗାଙ୍ଗପୁର ଥାନାରେ ୮୪/୨୬ ରେ ଏକ ମାମଲା ରୁଜୁ କରି ଦୁଇ ହାଇୱାକୁ ଜବତ କରିବା ସହ ଗାଡି ଡ୍ରାଇଭର ମାନଙ୍କୁ ନୋଟିସ ଦେଇ ପୋଲିସ ଛାଡିଥିବା ଏସ ଆଇ ତଥା ତଦନ୍ତକାରୀ ଅଧିକାରୀ ବିନାୟକ ବିଧାର ପ୍ରକାଶ କରିଛନ୍ତି।

ଗାଙ୍ଗପୁର ପୋଲିସ ବେଆଇନ ବାଲି ଚାଲାଣ ହାଇୱା ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Latest News

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.