Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ
ଆଜିର ଖବର

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan attends government’s two-year anniversary event in Gajapati
Prithviraj Harichandan attends government’s two-year anniversary event in Gajapati

ଭୁବନେଶ୍ଵର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନଠାରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଛନ୍ତି। ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କୃତୀ ବ୍ୟକ୍ତିବିଶେଷଙ୍କୁ ମନ୍ତ୍ରୀ ପ୍ରଶଂସାପତ୍ର ପ୍ରଦାନ କରିଛନ୍ତି।

ଏହି ଅବସରରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ ଏବଂ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

Gajapati prithviraj harichandan two-year anniversary event ପୃଥ୍ବୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ପାର୍କିଂ ସଙ୍କଟ, ବେପାର ମାନ୍ଦା

October 13, 2026

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026
Latest News

ରାଜଧାନୀରେ ପାର୍କିଂ ସଙ୍କଟ, ବେପାର ମାନ୍ଦା

October 13, 2026

ଭାରତର GDP କୁ ରକେଟ୍ ବେଗ ଦେଲା IMF!: ଜାଣନ୍ତୁ କେତେ?

October 13, 2026

ଦୀପାବଳୀ ପର୍ଯ୍ୟନ୍ତ ଟଳିଲା ନିଷ୍ପତ୍ତି: UPI ଉପରେ ଏବେ ଲାଗୁ ହେବନି ଚାର୍ଜ!

October 13, 2026

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.