Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର
ଆଜିର ଖବର

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର
କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସହର ଉପକଣ୍ଠ ଅଙ୍କୁଶପୁର ସ୍ଥିତ କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ଓ ଚିକିତ୍ସାଳୟ ସୌଜନ୍ୟରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଠାରେ ୩୦୦ ରୁ ଅଧିକ ରୋଗୀ ଉପସ୍ଥିତ ରହି ବିଭିନ୍ନ ରୋଗର ସଚେତନା ଓ ମାଗଣା ଚିକିତ୍ସା ପାଇଥିଲେ।

ଚିକିତ୍ସା ସେବା ଯୋଗାଇବା ପାଇଁ ଡା. ନକୁଳ ସାହୁ, ଡା. ଚିନ୍ମୟ ଭବାନୀ ପ୍ରସାଦ, ଡା. ରୋହିତ କୁମାରଛତ୍ରିୟା, ଡା. ସୁବ୍ରତ କୁମାରଜୟସିଂହ, ଡା. ନିବେଦିତା ମହାପାତ୍ର, ଡା. ନିରୋଜ କୁମାର ମିର୍ଦ୍ଧା, ଡା. ରାଜେଶ କୁମାର ଧାରୁଆ, ଡା. ରିକ୍ ସୁନ୍ଦର ନନ୍ଦ, ଡା. ଶୁଭ୍ରଜିତ ମହାନ୍ତି, ଡା. ସୁଦନଲାଲ, ଡା. ଅଦିତି ନାୟକ ଓ ଡା. ରସମାଞ୍ଜଲି ଉପସ୍ଥିତ ରହି ଚିକିତ୍ସା ସେବା ଯୋଗାଇ ଥିଲେ। ଗଣ୍ଠିବାତ, ସ୍ତ୍ରୀ ରୋଗ, ଅମ୍ଳପିତ୍ତ, ମଧୁମେହ, ରକ୍ତଚାପ, ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା।

ଶିବିର ପରିଚାଳନାରେ ବାଳକୃଷ୍ଣ ପାତ୍ର, ମନୋଜ କୁମାର ମହାପାତ୍ର, ଏବଂ ମନ୍ଦିର କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ।

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ବ୍ରହ୍ମପୁର ହରିହର ନଗର ମାଗଣା ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026
Latest News

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.