Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singh Deo Felicitates A1 students of Balangir
KV Singh Deo Felicitates A1 students of Balangir

ବଲାଙ୍ଗୀର: ବଲାଙ୍ଗୀରସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ୧ ଗ୍ରେଡ୍ ହାସଲ କରିଥିବା ବଲାଙ୍ଗୀର ଜିଲ୍ଲାର ୨୧୧ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା। ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

A1 students Balangir KV Singh Deo କନକ ବର୍ଦ୍ଧନ ସିଂହଦେଓ ମୁକେଶ ମହାଲିଙ୍ଗ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.