Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍
ଆଜିର ଖବର

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍ ପାଖରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଯାଉଥିବା ଏକ ଟାଟା ଇଣ୍ଡିଗୋ କାର୍ (OD 02 R 9002) ଭାରସାମ୍ୟ ହରାଇ ପ୍ରାୟ ତିନିଥର ପଲଟି ରାସ୍ତା କଡ଼ରେ ଥିବା ବିଲ ଭିତରକୁ ଖସି ପଡ଼ିଛି। ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଛି।

ଦୁର୍ଘଟଣା ସମୟରେ କାର୍‌ରେ ୫ ଜଣ ଯୁବକ ଥିବା ସୂଚନା ମିଳିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଯୁବକମାନେ ମଦ୍ୟପ ଅବସ୍ଥାରେ ଥିଲେ ଏବଂ ଉଦ୍ଧାର ପରେ ସ୍ଥାନୀୟ ଲୋକଙ୍କୁ ଧମକ ଦେଇ ଘଟଣାସ୍ଥଳରୁ ପଳାଇଯାଇଥିଲେ।

ଖବର ପାଇ ଗମ୍ଭାରୀମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିଲ ଭିତରୁ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଉଦ୍ଧାର କରି ଜବତ କରିଛି। ଆଶ୍ଚର୍ଯ୍ୟଜନକ ଭାବେ ଏତେ ବଡ଼ ଦୁର୍ଘଟଣା ସତ୍ତ୍ୱେ କେହି ଆହତ ହୋଇନାହାନ୍ତି। ଗାଡ଼ି ନମ୍ବରକୁ ଆଧାର କରି ପୋଲିସ ଫେରାର ଯୁବକମାନଙ୍କ ପରିଚୟ ଓ ଘଟଣାର କାରଣ ନେଇ ତଦନ୍ତ ଜାରି ରଖିଛି।

ଗମ୍ଭାରୀମୁଣ୍ଡା ଦୁର୍ଘଟଣାଗ୍ରସ୍ତ ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.