Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singh Deo lays Atal Bus Stand Foundation in Patnagarh
KV Singh Deo lays Atal Bus Stand Foundation in Patnagarh

ଭୁବନେଶ୍ଵର: ପାଟଣାଗଡରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଆଧୁନିକ ବସଷ୍ଟାଣ୍ଡ ନିର୍ମାଣ ଦ୍ୱାରା ଉନ୍ନତ ଓ ସୁରକ୍ଷିତ ପରିବହନ ସେବା ମିଳିପାରିବ। ସ୍ଥାନୀୟ ବ୍ୟବସାୟ ଓ ବାଣିଜ୍ୟକୁ ଗତି ମିଳିପାରିବ। ଫଳରେ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ସ୍ଥିତି ସୁଦୃଢ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହ ଦେଓ ଆଶା ବ୍ୟକ୍ତ କରିଛନ୍ତି।

Atal Bus Stand Foundation KV Singh Deo Patnagarh ପାଟଣାଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Latest News

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.