Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ
ଆଜିର ଖବର

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ବେଆଇନ ବାଲି କାରବାର ବିରୋଧରେ ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ। ବିରିଡି ବ୍ଲକର ଶଙ୍ଖାରୀସାହି ଅଞ୍ଚଳରେ ଗଚ୍ଛିତ ଥିବା ୫୦୦ରୁ ଅଧିକ ଟ୍ରିପ୍‌ ବାଲିକୁ ପ୍ରଶାସନ ଜବତ କରିଛି।

ସୂଚନା ଅନୁସାରେ, ଜବତ ବାଲିର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ। ଘଟଣାସ୍ଥଳରେ ପ୍ରଶାସନ ପକ୍ଷରୁ ଧାରା ୧୬୩ ଜାରି କରାଯାଇଥିବାବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଜବତ ହୋଇଥିବା ବାଲିକୁ ପ୍ରଶାସନ ନିଲାମ କରିବା ପାଇଁ ପଦକ୍ଷେପ ନେଉଥିବା ସୂଚନା ମିଳିଛି। ଏହି ଚଢ଼ାଉ ପରେ ବେଆଇନ ବାଲି କାରବାର ସହ ଜଡ଼ିତ ଲୋକଙ୍କ ମଧ୍ୟରେ ହଡ଼କମ୍ପ ସୃଷ୍ଟି ହୋଇଛି।

ଜବତ ବେଆଇନ ବାଲି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାକୁ ଦେଖି ପରିବହନ ଆୟୁକ୍ତଙ୍କ ବୈଠକ, ଆବଶ୍ୟକ ପଡିଲେ ଗାଡିଚଳାଚଳ ବନ୍ଦ ରଖିବାକୁ ନିର୍ଦ୍ଦେଶ

September 23, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ଦମ୍ପତି ମୃତ

September 23, 2026

ମେଘାଳୟରେ ୟୁଡିପି କୁ ଝଟକା: ୧୨ ବିଧାୟକଙ୍କ ମଧ୍ୟରୁ ୮ ବିଧାୟକ ବିଜେପିରେ ସାମିଲ

September 23, 2026

ବିଶ୍ୱ ଗୋଲାପ ଦିବସରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ

September 23, 2026
Latest News

ପ୍ରବଳ ବର୍ଷାକୁ ଦେଖି ପରିବହନ ଆୟୁକ୍ତଙ୍କ ବୈଠକ, ଆବଶ୍ୟକ ପଡିଲେ ଗାଡିଚଳାଚଳ ବନ୍ଦ ରଖିବାକୁ ନିର୍ଦ୍ଦେଶ

September 23, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ଦମ୍ପତି ମୃତ

September 23, 2026

୨୮ ବର୍ଷ ପରେ ଭାରତକୁ ମିଳିଲା ପଦକ: ଏସୀୟ କ୍ରୀଡ଼ାରେ ରୌପ୍ୟ ଜିତିଲେ ମୀରାବାଇ ଚାନୁ

September 23, 2026

ମେଘାଳୟରେ ୟୁଡିପି କୁ ଝଟକା: ୧୨ ବିଧାୟକଙ୍କ ମଧ୍ୟରୁ ୮ ବିଧାୟକ ବିଜେପିରେ ସାମିଲ

September 23, 2026

ବିଶ୍ୱ ଗୋଲାପ ଦିବସରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.