Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ
ଆଜିର ଖବର

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଦଳା : ଜମିଜମା ବିବାଦର ଭୟଙ୍କର ପରିଣତି! କଟୁରିରେ ବାପା ଓ ସାନ ଭାଇଙ୍କୁ ହାଣିଲା ବଡ଼ ଭାଇ । ମୟୂରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳର ଖୁଣ୍ଟା ଥାନା ଅଧୀନ ଶିରଥଳି ଗାଁରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା। ଜମିଜମା ବିବାଦକୁ କେନ୍ଦ୍ର କରି ବଡ଼ ଭାଇ କଟୁରିରେ ନିଜ ବାପା ଓ ସାନ ଭାଇଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏହି ଆକ୍ରମଣରେ ଉଭୟ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

ପରିବାର ଭିତରେ ଜମିଜମାକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିବାବେଳେ ସେହି ବିବାଦ ଆଜି ହିଂସାର ରୂପ ନେଇଥିବା କୁହାଯାଉଛି। ତେବେ ଘଟଣାର ତଦନ୍ତ ଜାରି ରହିଛି।

ଚାଞ୍ଚଲ୍ୟକର ଘଟଣା ଜମିଜମା ବିବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

ଉଦ୍ଧବ ଠାକରେଙ୍କୁ ଝଟକା!: ଛଅ ସାଂସଦଙ୍କ ସମ୍ପର୍କରେ ନେଲେ ବଡ଼ ନିଷ୍ପତ୍ତି

July 22, 2026

ପ୍ରତିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 22, 2026
Latest News

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

“କ’ଣ ଆପଣମାନେ ଝିଅମାନଙ୍କ ପୋଷାକ ଚିରିବେ?”: ଲୋକସଭାରେ ପ୍ରଶ୍ନ କଲେ ଅଖିଳେଶ ଯାଦବ

July 22, 2026

“ଧର୍ମେନ୍ଦ୍ର ପ୍ରଧାନ ଏତେ ଗୁରୁତ୍ୱପୂର୍ଣ୍ଣ କାହିଁକି?”: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଚାରିଲେ ଅଭିଜିତ ଦୀପକେ

July 22, 2026

ଉଦ୍ଧବ ଠାକରେଙ୍କୁ ଝଟକା!: ଛଅ ସାଂସଦଙ୍କ ସମ୍ପର୍କରେ ନେଲେ ବଡ଼ ନିଷ୍ପତ୍ତି

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.