Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ
ଆଜିର ଖବର

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Maoist dump recovered in Malkangiri forest
Maoist dump recovered in Malkangiri forest

ଭୁବନେଶ୍ଵର: ଆନ୍ଧ୍ର-ଓଡିଶା ସୀମାନ୍ତ ମାଲକାନଗିରି ଜିଲ୍ଲାର କାଲିମେଳା ଥାନା ଅନ୍ତର୍ଗତ ଗୁଣ୍ଠାବେଡା ଏବଂ କଦମଗୁଡ଼ା ଗ୍ରାମ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ। ଆତ୍ମସମର୍ପଣକାରୀ ମାଓବାଦୀମାନଙ୍କ ସୂଚନା ମୁତାବକ ତଲାସୀ ଅଭିଯାନ କରାଯାଇ 2 ଟି ଏସ ଏଲ ଆର ବନ୍ଧୁକ, ଆମେରିକା ନିର୍ମିତ ଗୋଟିଏ ମାଗାଜିନ ଓ ପିସ୍ତଲ, 2 ଟି ଦେଶୀ ପିସ୍ତଲ, 2 ଟି ଆଇଇଡି, ଗୋଟିଏ କ୍ଳେମର ମାଇନ, 7 ଟି ୱାକିଟକି, 3 ମିଟର କୋଡେକ୍ସ ତାର, 45 ଟି ପେନ ଡ୍ରାଇଭ, ଗୋଟିଏ ହାର୍ଡଡିସ୍କ ସମେତ 37 ପ୍ରକାରର ବିଭିନ୍ନ ସାମଗ୍ରୀ ଉଦ୍ଧାର କରାଯାଇଛି। ଆଗକୁ ତଲିସୀ ଅଭିଯାନ ଜାରି ରହିବା ନେଇ ମାଲକାନଗିରି ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ସୂଚନା ଦେଇଛନ୍ତି।

Malkangiri forest Maoist dump ବିସ୍ପୋରକ ସାମଗ୍ରୀ ମାଓ ଅସ୍ତ୍ରଶସ୍ତ୍ର ମାଲକାନଗିରି
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026

ଭାରତର ‘ଗ୍ରେଟ ପ୍ଲେସ ଟୁ ୱାର୍କ’ ତାଲିକାରେ ୧୩ତମ ସ୍ଥାନ ହାସଲ କଲା ରିଲାଏନ୍ସ ରିଟେଲ୍

June 28, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026
Latest News

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026

ଭାରତର ‘ଗ୍ରେଟ ପ୍ଲେସ ଟୁ ୱାର୍କ’ ତାଲିକାରେ ୧୩ତମ ସ୍ଥାନ ହାସଲ କଲା ରିଲାଏନ୍ସ ରିଟେଲ୍

June 28, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.