Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ
ଆଜିର ଖବର

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ପ୍ରବଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ପାଇବାକୁ ମହାନଦୀରେ ଗାଧୋଉଥିବା ବେଳେ ଘଟିଛି ଅଭାବନୀୟ ଅଘଟଣ। ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟରେ ରବିବାର ସନ୍ଧ୍ୟାରେ ପାଣିରେ ଭାସିଯାଇ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି। ମୃତକ ହେଲେ କୋଡ଼ିଏ ବର୍ଷୀୟ  ମୁକ୍ତି ପ୍ରସାଦ ଦାସ । ନିଖୋଜ ଥିବା ଦୁଇ ଯୁବକ ହେଲେ ପ୍ରତ୍ୟୁଷ ସ୍ୱାଇଁ  ଓ ଅଜିତ ସାହୁ

ସୂଚନା ଅନୁସାରେ, ଚାରି ଜଣ ସାଙ୍ଗ ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଅମ୍ଲାନ ପ୍ରସାଦ ନାୟକ ହଠାତ୍ ଗଭୀର ପାଣିରେ ଫସିଯିବାରୁ ଅନ୍ୟ ତିନି ଜଣ ତାଙ୍କୁ ବଞ୍ଚାଇବାକୁ ପାଣିକୁ ଯାଇଥିଲେ। ଅମ୍ଲାନ ସୁରକ୍ଷିତ ଭାବେ କୂଳକୁ ଫେରି ଆସିଥିଲେ, କିନ୍ତୁ ମୁକ୍ତି, ପ୍ରତ୍ୟୁଷ ଓ ଅଜିତ ପ୍ରବଳ ସ୍ରୋତରେ ଭାସିଯାଇଥିଲେ।

ଖବର ପାଇ ଜଗତପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ମୁକ୍ତି ପ୍ରସାଦଙ୍କୁ ଉଦ୍ଧାର କରି କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୨ ଜଣଙ୍କ ସନ୍ଧାନ ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଛାତ୍ର ମୃତ ନିଖୋଜ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026

ଭାରତର ‘ଗ୍ରେଟ ପ୍ଲେସ ଟୁ ୱାର୍କ’ ତାଲିକାରେ ୧୩ତମ ସ୍ଥାନ ହାସଲ କଲା ରିଲାଏନ୍ସ ରିଟେଲ୍

June 28, 2026
Latest News

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

June 28, 2026

ଭାରତର ‘ଗ୍ରେଟ ପ୍ଲେସ ଟୁ ୱାର୍କ’ ତାଲିକାରେ ୧୩ତମ ସ୍ଥାନ ହାସଲ କଲା ରିଲାଏନ୍ସ ରିଟେଲ୍

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.