Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ଆଜିର ଖବର

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Sudarsan Pattnaik creates sculpture on Snana Purnima
Sudarsan Pattnaik creates sculpture on Snana Purnima

ପୁରୀ: ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ କଳାକୃତି ନିର୍ମାଣ କରିଛନ୍ତି। ଏହି କଳାକୃତିରେ ମହାପ୍ରଭୁଙ୍କର ସ୍ନାନ ବେଶ ଏବଂ ୧୦୮ ଗରା ଜଳ ପ୍ରଦର୍ଶିତ ହୋଇଛି। ଚତୁର୍ଦ୍ଧା ମୁର୍ତ୍ତୀଙ୍କର ଏହି ଦିବ୍ୟ ଅବସରରେ ଶ୍ରୀ ପଟ୍ଟନାୟକ ବିଶ୍ୱବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଦେବ ସ୍ନାନ ପୂର୍ଣ୍ଣିମା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତି ଜିଲ୍ଲାରେ ନିଯୁକ୍ତ ହେବେ ‘ଶକ୍ତି ଅପା’

September 1, 2026

ଆଇଆଇଏମ୍‌ସି ଇତିହାସରେ ପ୍ରଥମ: ଆଇଆଇଏସ୍ ପ୍ରଶିକ୍ଷାର୍ଥୀଙ୍କୁ ମିଳିଲା ସ୍ନାତକୋତ୍ତର ଡିଗ୍ରୀ

September 1, 2026

ସଡ଼କ ଦୁର୍ଘଟଣା ରୋକିବା ପାଇଁ ବଡ଼ ନିଷ୍ପତ୍ତି: ସେପ୍ଟେମ୍ବରରୁ ମାର୍ଚ୍ଚ ଯାଏଁ ‘ଶୂନ୍ୟ ମୃତ୍ୟୁ ସପ୍ତାହ’

September 1, 2026

ଘରେ ପଶି ନାବାଳିକାକୁ ଆକ୍ରମଣ: ୨ ନାବାଳକ ସମେତ ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

September 1, 2026
Latest News

ପ୍ରତି ଜିଲ୍ଲାରେ ନିଯୁକ୍ତ ହେବେ ‘ଶକ୍ତି ଅପା’

September 1, 2026

ଆଇଆଇଏମ୍‌ସି ଇତିହାସରେ ପ୍ରଥମ: ଆଇଆଇଏସ୍ ପ୍ରଶିକ୍ଷାର୍ଥୀଙ୍କୁ ମିଳିଲା ସ୍ନାତକୋତ୍ତର ଡିଗ୍ରୀ

September 1, 2026

ସଡ଼କ ଦୁର୍ଘଟଣା ରୋକିବା ପାଇଁ ବଡ଼ ନିଷ୍ପତ୍ତି: ସେପ୍ଟେମ୍ବରରୁ ମାର୍ଚ୍ଚ ଯାଏଁ ‘ଶୂନ୍ୟ ମୃତ୍ୟୁ ସପ୍ତାହ’

September 1, 2026

ଘରେ ପଶି ନାବାଳିକାକୁ ଆକ୍ରମଣ: ୨ ନାବାଳକ ସମେତ ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

September 1, 2026

ପ୍ରଥମ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ବାରଣାସୀ ଅଯୋଧ୍ୟା ଟ୍ରେନର ଶୁଭାରମ୍ଭ

September 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.