Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ କମର୍ସିଆଲ LPG ସିଲିଣ୍ଡର ଦରରେ ବଡ଼ ହ୍ରାସ, ଘରୋଇ ସିଲିଣ୍ଡର ଦର ଅପରିବର୍ତ୍ତିତ
ଆଜିର ଖବର

ଆଜିଠାରୁ କମର୍ସିଆଲ LPG ସିଲିଣ୍ଡର ଦରରେ ବଡ଼ ହ୍ରାସ, ଘରୋଇ ସିଲିଣ୍ଡର ଦର ଅପରିବର୍ତ୍ତିତ

July 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜୁଲାଇ ୧ରୁ ତେଲ ବିପଣନ କମ୍ପାନିଗୁଡ଼ିକ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲ୍‌ପିଜି ବା କମର୍ସିଆଲ (LPG) ସିଲିଣ୍ଡରର ଦରରେ ବଡ଼ ହ୍ରାସ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସହରରେ ପ୍ରତି ସିଲିଣ୍ଡର ଦର ୧୭୪ରୁ ୧୮୩.୫୦ ଟଙ୍କା ପର୍ଯ୍ୟନ୍ତ କମିଥିବାରୁ ରେଷ୍ଟୁରାଣ୍ଟ, ହୋଟେଲ, ଢାବା ଓ ଅନ୍ୟାନ୍ୟ କମର୍ସିଆଲ ବ୍ୟବହାରକାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି।

ତେବେ ସାଧାରଣ ଉପଭୋକ୍ତାଙ୍କ ପାଇଁ କୌଣସି ରାହତ ମିଳିନାହିଁ। ୧୪.୨ କିଲୋଗ୍ରାମ ଘରୋଇ LPG ସିଲିଣ୍ଡରର ଦରରେ କୌଣସି ପରିବର୍ତ୍ତନ କରାଯାଇନଥିବାରୁ ପୂର୍ବବତ୍ ଦର ଜାରି ରହିଛି।

ଦିଲ୍ଲୀରେ ବାଣିଜ୍ୟିକ ସିଲିଣ୍ଡର ଦର ସର୍ବାଧିକ ୧୮୩.୫୦ ଟଙ୍କା କମିଛି। ଲକ୍ଷ୍ନୌ ଓ ପାଟନାରେ ମଧ୍ୟ ସମାନ ହ୍ରାସ ହୋଇଥିବାବେଳେ କୋଲକାତାରେ ୧୭୪ ଟଙ୍କା କମିଛି।

ନୂତନ ଦର ଅନୁଯାୟୀ, ଦିଲ୍ଲୀରେ ୧୯ କିଲୋଗ୍ରାମ କମର୍ସିଆଲ LPG ସିଲିଣ୍ଡରର ମୂଲ୍ୟ ୩,୧୧୩.୫୦ ଟଙ୍କାରୁ କମି ୨,୯୩୦ ଟଙ୍କା ହୋଇଛି। ପାଟନାରେ ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡରର ଦର ୧,୦୩୧.୫୦ ଟଙ୍କାରେ ଅପରିବର୍ତ୍ତିତ ରହିଥିବାବେଳେ ୧୯ କିଲୋଗ୍ରାମ କମର୍ସିଆଲ ସିଲିଣ୍ଡର ଏବେ ୩,୨୨୭ ଟଙ୍କାରେ ଉପଲବ୍ଧ ହେବ।

cylinder LPG
Share. Facebook Twitter LinkedIn Email WhatsApp Copy Link

Related Posts

ଡେଙ୍ଗୁ ବିରୋଧରେ ପ୍ରଭାବଶାଳୀ ହେବ କ୍ୟୁଡେଙ୍ଗା ଟୀକା: ସ୍ୱାସ୍ଥ୍ୟ ବିଶେଷଜ୍ଞ

July 22, 2026

ନିମାପଡ଼ାରେ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୨୩ ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ

July 22, 2026

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟିର ଉଚ୍ଚସ୍ତରୀୟ ବୈଠକ

July 22, 2026
Latest News

ଡେଙ୍ଗୁ ବିରୋଧରେ ପ୍ରଭାବଶାଳୀ ହେବ କ୍ୟୁଡେଙ୍ଗା ଟୀକା: ସ୍ୱାସ୍ଥ୍ୟ ବିଶେଷଜ୍ଞ

July 22, 2026

ନିମାପଡ଼ାରେ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୨୩ ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ

July 22, 2026

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟିର ଉଚ୍ଚସ୍ତରୀୟ ବୈଠକ

July 22, 2026

ରାଜ୍ୟରେ ମୋଟ ୫୮ ଲକ୍ଷ ଭୋଟରଙ୍କୁ ନୋଟିସ୍: SIR ପ୍ରକ୍ରିୟାକୁ ନେଇ CEO ଙ୍କ ବଡ଼ ସୂଚନା

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.