Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟେଷ୍ଟ : ପ୍ରତ୍ୟାବର୍ତ୍ତନ କରିବେ ପୂଜାରା ଏବଂ ରାହାଣେ
ଆଜିର ଖବର

ଆଜିଠୁ ଭାରତ- ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟେଷ୍ଟ : ପ୍ରତ୍ୟାବର୍ତ୍ତନ କରିବେ ପୂଜାରା ଏବଂ ରାହାଣେ

August 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁରୁବାର ଠାରୁ 2ଟି ଟେଷ୍ଟ ମ୍ୟାଚ ଶୃଙ୍ଖଳା ଆରମ୍ଭ ହେବ । ବହୁ ପ୍ରତୀକ୍ଷିତ ଟେଷ୍ଟ ଚାମ୍ପିଅନଶିପ ଅନ୍ତର୍ଗତ ଏହି ଟେଷ୍ଟ ମ୍ୟାଚ ଖେଳାଯିବ । ଶୃଙ୍ଖଳାର ପ୍ରଥମ ମୁକାବିଲା ଆଣ୍ଟିଗୁଆସ୍ଥିତ ନର୍ଥ ଷ୍ଟାଣ୍ଡର ସାର ଭିଭିଆନ ରିଚାର୍ଡସ ଷ୍ଟାଡିୟମରେ ଖେଳାଯିବ । ଭାରତୀୟ ସମୟ ସନ୍ଧ୍ୟା 7ଟାରୁ ଏହି ମ୍ୟାଚ ଆରମ୍ଭ ହେବ । ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଟିମ ପ୍ରଥମ ଟେଷ୍ଟ ମ୍ୟାଚ ପାଇଁ ରଣନୀତି ପ୍ରସ୍ତୁତ କରି ସାରିଛି । ଟେଷ୍ଟ ବିଶେଷଜ୍ଞ ଚେତେଶ୍ୱର ପୂଜାରା ଓ ଆଜିଙ୍କ୍ୟ ରାହାଣେ ଦୀର୍ଘ 7 ମାସ ପରେ ଅନ୍ତର୍ଜାତୀୟ ସର୍କିଟ୍‌କୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି । ଉଭୟ ଖେଳାଳିଙ୍କ ବ୍ୟତିତ ହନୁମା ବିହାରୀଙ୍କ ଉପରେ ସମସ୍ତଙ୍କ ନଜର ରହିବ । ଅଭ୍ୟାସ ମ୍ୟାଚ୍‌ରେ ବିହାରୀ ଦୁଇଟି ଅର୍ଦ୍ଧଶତକ ହାସଲ କରିଥିବା ବେଳେ ଇଶାନ୍ତ ଶର୍ମା ଏବଂ ଉମେଶ ଯାଦବ 3ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026
Latest News

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.