Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଠ୍ୟପୁସ୍ତକ ତ୍ରୁଟି : ମତ ଲୋଡିଲେ ଶିକ୍ଷା ବିଭାଗ
ଆଜିର ଖବର

ପାଠ୍ୟପୁସ୍ତକ ତ୍ରୁଟି : ମତ ଲୋଡିଲେ ଶିକ୍ଷା ବିଭାଗ

July 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ପାଠ୍ୟପୁସ୍ତକ ତ୍ରୁଟି ସଂଶୋଧନ ପାଇଁ ମତାମତ ଲୋଡିଲା ଶିକ୍ଷା ବିଭାଗ । ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ ସଂଶୋଧିତ ପାଠ୍ୟପୁସ୍ତକର ମତ ଲୋଡାଗଲା । ସର୍ବସାଧାରଣ  ସୁଚିନ୍ତିତ ମତାମତ ଦେବାକୁ ଜାରି ହେଲା ଇମେଲ ଆଇଡି । [email protected]ରେ ମତାମତ ଦେବାପାଇଁ ଆହ୍ଵାନ କରାଯାଇଛି । ସେହିପରି ୧୮୦୦୩୪୫୬୭୨୨ ହେଲ୍ପ ଲାଇନ ନମ୍ବର ଜାରି କରିଛି । । ଆସନ୍ତା ୭ ଦିନ ମଧ୍ୟରେ ମତ ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓସେପା ୱେବସାଇଟରେ ସଂଶୋଧିତ ପୁସ୍ତକ ଉପଲବ୍ଧ ହେବ ।

ପାଠ୍ୟପୁସ୍ତକ ତ୍ରୁଟି ସଂଶୋଧିତ ପାଠ୍ୟପୁସ୍ତକ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Latest News

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.