Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍
ଆଜିର ଖବର

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍

July 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କେଉଁ ମେଡିକାଲ କଲେଜ ପାଇଁ କେତେ ରାଙ୍କ ଆବଶ୍ୟକ? ଜାଣନ୍ତୁ
କେଉଁ ମେଡିକାଲ କଲେଜ ପାଇଁ କେତେ ରାଙ୍କ ଆବଶ୍ୟକ? ଜାଣନ୍ତୁ

ଭୁବନେଶ୍ଵର : ଆନ୍ଦୋଳନରତ ସରକାରୀ ଡାକ୍ତରଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ନେଇଛନ୍ତି ରାଜ୍ୟ ସରକାର । ଆନ୍ଦୋଳନ ଛାଡ଼ି ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଆହ୍ୱାନ କରିବା ସହ ଓଏମ୍‌ଏଚ୍‌ଏସ୍‌ କ୍ୟାଡର ଡାକ୍ତରଙ୍କ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଆନ୍ଦୋଳନରେ ସାମିଲ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ ଚାକିରିରୁ ଅବ୍ୟାହତି ଦେବାକୁ ସମସ୍ତ ସିଡିଏମ୍‌ଓ ଓ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

ସରକାର କହିଛନ୍ତି, ଡାକ୍ତରମାନେ କାର୍ଯ୍ୟରେ ଫେରିବା ପରେ ସେମାନଙ୍କ ଦାବି ଉପରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। କିନ୍ତୁ ରୋଗୀ ସେବା ବ୍ୟାହତ ହେଲେ ଆବଶ୍ୟକ ଆଇନଗତ ଓ ପ୍ରଶାସନିକ ପଦକ୍ଷେପ ନିଆଯିବ ବୋଲି ସ୍ପଷ୍ଟ କରିଛନ୍ତି।

ଆନ୍ଦୋଳନରତ ଡାକ୍ତର ସରକାରଙ୍କ କଡ଼ା ଆକ୍ସନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026
Latest News

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.