Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଲାଙ୍ଗୀର ଜିଲ୍ଲାର BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ
ଆଜିର ଖବର

ବଲାଙ୍ଗୀର ଜିଲ୍ଲାର BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ

July 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Mukesh Mahaling attends BLA-2 training camp in Balangir
Mukesh Mahaling attends BLA-2 training camp in Balangir

ଭୁବନେଶ୍ଵର: ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନଅଗାଁ (ଖ), ଆଗଲପୁରଠାରେ ଆୟୋଜିତ BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇଛନ୍ତି। ଏହି ଶିବିରରେ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା, ମତଦାତା ତାଲିକାରେ ନୂତନ ନାମ ପଞ୍ଜୀକରଣ, ତଥ୍ୟ ସଂଶୋଧନ, ଆପତ୍ତି ଓ ଅଭିଯୋଗ ଦାଖଲ ପ୍ରକ୍ରିୟା ସମ୍ପର୍କରେ ବିସ୍ତୃତ ପ୍ରଶିକ୍ଷଣ ଓ ସଚେତନତା ପ୍ରଦାନ କରାଯାଇଛି। ଗଣତନ୍ତ୍ରକୁ ସୁଦୃଢ଼ କରିବା ଦିଗରେ ଏହି ପ୍ରଶିକ୍ଷଣ ବିଶେଷ ଭାବେ ସହାୟକ ହେବ ବୋଲି ଶ୍ରୀ ମହାଲିଙ୍ଗ କହିଛନ୍ତି।

Balangir BLA-2 training camp Mukesh Mahaling ମୁକେଶ ମହାଲିଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026
Latest News

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.