Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଲାଙ୍ଗୀର ଜିଲ୍ଲାର BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ
ଆଜିର ଖବର

ବଲାଙ୍ଗୀର ଜିଲ୍ଲାର BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ

July 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Mukesh Mahaling attends BLA-2 training camp in Balangir
Mukesh Mahaling attends BLA-2 training camp in Balangir

ଭୁବନେଶ୍ଵର: ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନଅଗାଁ (ଖ), ଆଗଲପୁରଠାରେ ଆୟୋଜିତ BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇଛନ୍ତି। ଏହି ଶିବିରରେ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା, ମତଦାତା ତାଲିକାରେ ନୂତନ ନାମ ପଞ୍ଜୀକରଣ, ତଥ୍ୟ ସଂଶୋଧନ, ଆପତ୍ତି ଓ ଅଭିଯୋଗ ଦାଖଲ ପ୍ରକ୍ରିୟା ସମ୍ପର୍କରେ ବିସ୍ତୃତ ପ୍ରଶିକ୍ଷଣ ଓ ସଚେତନତା ପ୍ରଦାନ କରାଯାଇଛି। ଗଣତନ୍ତ୍ରକୁ ସୁଦୃଢ଼ କରିବା ଦିଗରେ ଏହି ପ୍ରଶିକ୍ଷଣ ବିଶେଷ ଭାବେ ସହାୟକ ହେବ ବୋଲି ଶ୍ରୀ ମହାଲିଙ୍ଗ କହିଛନ୍ତି।

Balangir BLA-2 training camp Mukesh Mahaling ମୁକେଶ ମହାଲିଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.