Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»SIR କର୍ମଶାଳାରେ ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଜିର ଖବର

SIR କର୍ମଶାଳାରେ ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

July 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
SIR କର୍ମଶାଳାରେ ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
SIR କର୍ମଶାଳାରେ ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

ବାଲୁଗାଁ: ଭୋଟର ତାଲିକାର ସଠିକତା ଓ ସଂଶୋଧନ ନିମନ୍ତେ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବସାଧାରଣଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତୀୟ ଜନତା ପାର୍ଟି ତରଫରୁ ବାଲୁଗାଁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଚିଲିକା ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କର୍ମଶାଳାରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି।

ଏହି କର୍ମଶାଳାରେ ଉପସ୍ଥିତ ସମସ୍ତ ବୁଥ୍ ସ୍ତରୀୟ BLA-2 ମାନଙ୍କୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଭୋଟର ତାଲିକାରୁ ମୃତ ଓ ସ୍ଥାନାନ୍ତରିତ ଭୋଟରଙ୍କ ନାମ ବାଦ୍ ଦେବା, ନୂତନ ଭୋଟରଙ୍କ ନାମ ସାମିଲ କରିବା ଏବଂ ତ୍ରୁଟି ସଂଶୋଧନ ପ୍ରକ୍ରିୟାକୁ କିପରି ସୁଗମ ଓ ସ୍ୱଚ୍ଛ କରାଯାଇପାରିବ, ସେ ନେଇ ସମସ୍ତଙ୍କୁ ବିସ୍ତୃତ ଭାବେ ଅବଗତ କରାଯାଇଛି।

ସୁସ୍ଥ, ସ୍ୱଚ୍ଛ ଓ ଗଣତାନ୍ତ୍ରିକ ନିର୍ବାଚନ ବ୍ୟବସ୍ଥା ଗଠନରେ ପ୍ରତ୍ୟେକ ଭୋଟରଙ୍କ ସକ୍ରିୟ ସହଯୋଗ ଅତ୍ୟନ୍ତ ଜରୁରୀ।

ଏହି ବୈଠକରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ସ୍ମିତା ପ୍ରଧାନ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବରିଷ୍ଠ ବିଜେପି ନେତା ତଥା ବାଣପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାଧବ ଚନ୍ଦ୍ର ଦଳାଇ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ବେହେରାଙ୍କ ସମେତ ଅନ୍ୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.