Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ ମହୋତ୍ସବ ଅବସରରେ ଶ୍ୟାମାନନ୍ଦ ପାର୍କରେ ବୃକ୍ଷରୋପଣ କଲେ ରାଜ୍ୟପାଳ
ଆଜିର ଖବର

ବନ ମହୋତ୍ସବ ଅବସରରେ ଶ୍ୟାମାନନ୍ଦ ପାର୍କରେ ବୃକ୍ଷରୋପଣ କଲେ ରାଜ୍ୟପାଳ

July 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Governor Participates in Van Mahotsav Tree Plantation
Governor Participates in Van Mahotsav Tree Plantation

ନୂଆଦିଲ୍ଲୀ: ଚଳିତ ବର୍ଷ ବନ ମହୋତ୍ସବ ଅବସରରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଓ ରାଜ୍ୟର ପ୍ରଥମ ମହିଳା ଡ଼. ଜୟଶ୍ରୀ କମ୍ଭମପାଟି ମଙ୍ଗଳବାର ଦିନ ଲୋକ ଭବନ ପରିସରସ୍ଥିତ ଶ୍ୟାମାନନ୍ଦ ପାର୍କରେ ବୃକ୍ଷରୋପଣ କରିଛନ୍ତି। ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଡ. ରୂପା ରୋଶନ ସାହୁଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ଏହି ବନ ମହୋତ୍ସବ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ଅଂଶଗ୍ରହଣ ବୃକ୍ଷରୋପଣ ଓ ପରିବେଶ ସଂରକ୍ଷଣର ଗୁରୁତ୍ୱକୁ ପ୍ରତିଫଳିତ କରିଛି। ଲୋକ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସବୁଜିମାକୁ ବୃଦ୍ଧି କରିବା ସହ ପ୍ରକୃତି ସଂରକ୍ଷଣ ଏବଂ ପରିବେଶ ସନ୍ତୁଳନ ରକ୍ଷା ପାଇଁ ସଚେତନତା ସୃଷ୍ଟି କରିବା ନିମନ୍ତେ ଲକ୍ଷ୍ୟ ରଖା ଯାଇଛି।

Tree Plantation Van Mahotsav ଡ. ଜୟଶ୍ରୀ କମ୍ଭମପାଟି ଡ. ହରି ବାବୁ କମ୍ଭମପାଟି
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026
Latest News

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.