Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜିର ଖବର

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

July 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dharmendra Pradhan attends review meeting of Fisheries Department
Dharmendra Pradhan attends review meeting of Fisheries Department

ଭୁବନେଶ୍ଵର: ଭୁବନେଶ୍ୱରସ୍ଥିତ ଏକ ଘରୋଇ ହୋଟେଲରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ରାଜ୍ୟରେ ମତ୍ସ୍ୟ ସମ୍ପଦର ବିକାଶ ପାଇଁ ଅପାର ସମ୍ଭାବନା ରହିଛି। ଗ୍ରାମାଞ୍ଚଳରେ ଉତ୍ପାଦିତ ମତ୍ସ୍ୟ ଓ ଏହାର ମୂଲ୍ୟଯୋଗ ଉତ୍ପାଦକୁ ବିଦେଶ ବଜାରକୁ ରପ୍ତାନି କରିବାର ସୁଯୋଗ ରହିଛି।

ବୈଠକରେ ରାଜ୍ୟରେ ମତ୍ସ୍ୟଚାଷର ବିକାଶ, ମତ୍ସ୍ୟଚାଷୀଙ୍କୁ ଆବଶ୍ୟକ ସହାୟତା ପ୍ରଦାନ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଫଳପ୍ରଦ କାର୍ଯ୍ୟକାରିତା ଉପରେ ବିସ୍ତୃତ ଆଲୋଚନା ହୋଇଛି। ମତ୍ସ୍ୟଚାଷୀମାନଙ୍କୁ ସର୍ବାଧିକ ସୁବିଧା ପହଞ୍ଚାଇବା ସହ ରାଜ୍ୟର ମତ୍ସ୍ୟ କ୍ଷେତ୍ରକୁ ଅଧିକ ସଶକ୍ତ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି। ବୈଠକରେ କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ରାଷ୍ଟ୍ରମନ୍ତ୍ରୀ ସତ୍ୟଜିତ ପାଲ ସିଂହ ବାଘେଲା ଏବଂ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ଥିଲେ।

dharmendra pradhan Fisheries Department review meeting ଭୁବନେଶ୍ୱର ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସ ଦ୍ଵାରା ‘ଇ-ଜିରୋ ଏଫ୍ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ

July 8, 2026

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

July 8, 2026

ଟିଏମସି ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ: ଫ୍ରିଜ୍ କଲା ଅନେକ ବ୍ୟାଙ୍କ ଆକାଉଣ୍ଟ

July 8, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ

July 8, 2026
Latest News

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

July 8, 2026

ଓଡ଼ିଶା ପୋଲିସ ଦ୍ଵାରା ‘ଇ-ଜିରୋ ଏଫ୍ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ

July 8, 2026

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

July 8, 2026

ଟିଏମସି ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ: ଫ୍ରିଜ୍ କଲା ଅନେକ ବ୍ୟାଙ୍କ ଆକାଉଣ୍ଟ

July 8, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.