Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କୀଙ୍କୁ ଅର୍ଥଯୋଗାଣ ମାମଲା : ସତ୍‌ନାରୁ ତିନିଜଣଙ୍କୁ ଗିରଫ କଲା ଏଟିଏସ୍‌
ଆଜିର ଖବର

ଆତଙ୍କୀଙ୍କୁ ଅର୍ଥଯୋଗାଣ ମାମଲା : ସତ୍‌ନାରୁ ତିନିଜଣଙ୍କୁ ଗିରଫ କଲା ଏଟିଏସ୍‌

August 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶର ସତ୍‌ନାରୁ ତିନି ଜଣଙ୍କୁ ଗିରଫ କରିଛି ମଧ୍ୟପ୍ରଦେଶ ଏଟିଏସ୍‌ । ମଧ୍ୟପ୍ରଦେଶ ପୋଲିସ୍‌ର ଆତଙ୍କୀ ନିରୋଧୀ ସ୍କ୍ବାଡ ପକ୍ଷରୁ ଗୁରୁବାର ଦିନ ଏହି ଗିରଫଦାରୀ କରାଯାଇଛି । ପୋଲିସ୍‌ ପକ୍ଷରୁ ପାଞ୍ଚ ଜଣଙ୍କ ନାମ ଚିହ୍ନଟ କରାଯାଇଥିବା ବେଳେ ତିନି ଜଣଙ୍କୁ ଗିରଫ କରାଯାଇଛି । ଗିରଫ ତିନି ଜଣଙ୍କ ନାମ ବଲରାମ ସିଂ, ସୁନୀଲ ସିଂ ଏବଂ ଶୁଭମାନ ତିଓ୍ବାରୀ ବୋଲି ପୋଲିସ୍‌ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଏହି ତିନି ଜଣଙ୍କୁ ପଚରା ଉଚୁରା ପରେ ଅନ୍ୟ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଇନ୍ଦୋର ଏବଂ ଭୋପାଳରେ ଆତଙ୍କୀଙ୍କୁ ଅର୍ଥ ଯୋଗାଣ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ବେଳେ ସମସ୍ତଙ୍କ ନିକଟରୁ ପାକିସ୍ତାନୀ ସିମ୍‌ ଜବତ କରାଯାଇଛି । ଏହାସହିତ ସମସ୍ତଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ର ତଦନ୍ତ ଆହୁରି 15 ଜଣ ତଦନ୍ତ ପରିସରକୁ ଆସିଥିବା ସମ୍ପର୍କରେ ଏଟିଏସ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.