Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ
ଆଜିର ଖବର

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ
ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ଥାନା ଅନ୍ତର୍ଗତ ଗଉଞ୍ଜୁ ଗ୍ରାମରେ ସୁନୀଲ ନାମକ ଜଣେ ଯୁବକଙ୍କ ଫାଉଡ଼ା ମାଡରେ ସତ୍ୟ ଦାସ ନାମକ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ପୁରୀ ଜିଲ୍ଲାରୁ ଆସି ଗଉଞ୍ଜୁ ଗ୍ରାମରେ ସତ୍ୟ ଦାସଙ୍କ ପଡୋଶୀ ଘରେ ରହୁଥିବା ସୁନୀଲ ଜଣେ ମଦ୍ୟପ ଯୁବକ ଓ ଗତ କିଛି ମାସ ପୁର୍ବେ ସତ୍ୟଙ୍କ ଝିଅ ଗୁରୁତର ଅସୁସ୍ଥ ହେତୁ ରକ୍ତର ଆବଶ୍ୟକ ପଡ଼ିଥିଲା। ଏହି ଭଳି ପରିସ୍ଥିତିରେ ସୁନୀଲ ରକ୍ତ ଦାନ କରି କିଛି ଅର୍ଥ ଦାବି କରିଥିଲା। କିନ୍ତୁ ମୃତ ସତ୍ୟ ଅର୍ଥ ଦେବାରେ ହେଳା ଯୋଗୁଁ ସୁନୀଲ ମଦ୍ୟପାନ କରି ଉତ୍ୟକ୍ତ ଅବସ୍ଥାରେ ଏକ ଫାଉଡ଼ା ଧରି ସତ୍ୟଙ୍କୁ ମାରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିବା ପାଇଁ ଚେଷ୍ଟା କରୁଥିବା ବେଳେ ଗ୍ରାମବାସୀ ତାଙ୍କୁ କାବୁ କରି ପୋଲିସକୁ ହସ୍ତାନ୍ତର କରିଥିଲେ।

ଅନ୍ୟପକ୍ଷରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସତ୍ୟଙ୍କୁ ଗାଁ ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଉଞ୍ଜୁ ଗ୍ରାମ ଗୋପାଳପୁର ଥାନା ଫାଉଡ଼ା ମାଡ ବୃଦ୍ଧଙ୍କ ମୃତ୍ୟୁ ମଦ୍ୟପ ଯୁବକ
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026
Latest News

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.