Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ
ଆଜିର ଖବର

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

July 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida Receives OTDC's ₹1.17 Crore FY25 Dividend
Pravati Parida Receives OTDC's ₹1.17 Crore FY25 Dividend

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ-OTDC ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ରାଜ୍ୟ ସରକାରଙ୍କୁ ଏକ କୋଟି ୧୭ ଲକ୍ଷର ଲାଭାଂଶ ପ୍ରଦାନ କରିଛି। ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଟିଡିସିର ପରିଚାଳନା ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ରଙ୍କଠାରୁ ଏହି ଚେକ୍ ଗ୍ରହଣ କରିଛନ୍ତି।

ଏହି ଅବସରରେ ଶ୍ରୀମତୀ ପରିଡା ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ଏବଂ ସେବା ପ୍ରଦାନକୁ ଅଧିକ ସୁଦୃଢ଼ କରିବା ଦିଗରେ ଓଟିଡିସିର ନିରନ୍ତର ପ୍ରଚେଷ୍ଟାକୁ ପ୍ରଶଂସା କରିଛନ୍ତି। ପର୍ଯ୍ୟଟକମାନଙ୍କ ଅନୁଭୂତିକୁ ସମୃଦ୍ଧ କରିବା, ସ୍ଥାନୀୟ ଅର୍ଥନୀତିକୁ ସମର୍ଥନ କରିବା ଏବଂ ରାଜ୍ୟର ବ୍ୟାପକ ପର୍ଯ୍ୟଟନ ଦୂରଦୃଷ୍ଟିକୁ ସାକାର କରିବାରେ OTDC ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ଶ୍ରୀମତି ପରିଡ଼ା କହିଛନ୍ତି।

FY25 Dividend otdc Pravati Parida ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୧ ତାରିଖ ଶନିବାରରେ ଏହି ରାଶିଗୁଡିକର ଖୋଲିବ ଭାଗ୍ୟ

July 11, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026
Latest News

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

July 11, 2026

ଆଜି ଜୁଲାଇ ୧୧ ତାରିଖ ଶନିବାରରେ ଏହି ରାଶିଗୁଡିକର ଖୋଲିବ ଭାଗ୍ୟ

July 11, 2026

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.