Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତ୍ରିରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି : ଜି-୭ ଶିଖର ସମ୍ମିଳନରେ ଯୋଗଦେବେ ମୋଦି
ଆଜିର ଖବର

ତ୍ରିରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି : ଜି-୭ ଶିଖର ସମ୍ମିଳନରେ ଯୋଗଦେବେ ମୋଦି

August 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତ୍ରିରାଷ୍ଟ୍ର ଗସ୍ତ କରିଛନ୍ତି । ମୋଦି ଏହି ଗ୍ରସ୍ତରେ ଫ୍ରାନ୍ସ, ୟୁଏଇ ଓ ବାହାରାନି ଯାତ୍ରା କରିଛନ୍ତି । ଅଗଷ୍ଟ ୨୭ରେ ସେ ଫ୍ରାନ୍ସରେ ଜି ୭ ସମିତିରେ ଅଂଶଗ୍ରହଣ କରିବେ । ଏହି ଗସ୍ତ କାଳରେ ମୋଦି ଏହି ସବୁ ଦେଶର ଶୀର୍ଷ ନେତାଙ୍କ ସହିତ ଦ୍ବିପାକ୍ଷିକ, କ୍ଷତ୍ରୀୟ ତଥା ପରସ୍ପାରିକ ହିତ ପାଇଁ ବିଭିନ୍ନ ବିଷୟରେ ଆଲୋଚନା କରିବେ । ଏଥିପାଇଁ ମୋଦି ଆଜି ସନ୍ଧ୍ୟାରେ ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ପହଞ୍ଚିବେ । ଆଜି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ଙ୍କ ସହିତ ବୈଠକ କାର୍ଯ୍ୟକ୍ରମ ରହିଛି । ଏଠାରେ ଭାରତୀୟ ସମୁଦାୟଙ୍କୁ ମୋଦି ସମ୍ବୋଧନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହା ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ୟୁରୋପ ଯାତ୍ରା । ଏହାଦ୍ୱାରା ଭାରତ-ଫ୍ରାନ୍ସ ମଧ୍ୟରେ ସମ୍ପର୍କ ସୁଦୃଢ ହେବ । ସେହିପରି ୟୁଏଇରେ ମୋଦିଙ  ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ’ଅର୍ଡର ଅଫ୍‌ ଜାୟଦ୍‌’ର ଗ୍ରହଣ କରିବେ । ଏଠାରେ ମହାତ୍ମା ଗାନ୍ଧିଙ୍କ ୧୫ତମ ଜୟନ୍ତୀ ଅବସରରେ ଡାକଟିକେଟର ଜାରି କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେହିପରି ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଥର ପାଇଁ ବାହାରିନ୍‌ ଯାତ୍ରା କରୁଛନ୍ତି । ମୋଦି ୨୪ ଅଗଷ୍ଟରେ ବାହାରିନ୍‌ରେ ଯାତ୍ରା କରିବେ । ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଭାବରେ ମୋଦି ଏହି ଦେଶକୁ ଯାତ୍ରା କରୁଛନ୍ତି । ବାହାରିନ୍‌ ସହ ଦ୍ବିପାକ୍ଷିକ ଆଲୋଚନା ହେବା ସହିତ ମନାମାଠାରେ ଶ୍ରୀନାଥଜୀଙ୍କ ମନ୍ଦିରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବାର କାର୍ଯ୍ୟକ୍ରମ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026
Latest News

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.