Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର
ଆଜିର ଖବର

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ରାଇମବ୍ରାଞ୍ଚ
ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

ଭୁବନେଶ୍ବର: ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି।

ଏସ୍‌ସିଇଆର୍‌ଟି (SCERT)ର ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ ଆଧାର କରି କ୍ରାଇମବ୍ରାଞ୍ଚରେ କେସ୍ ନଂ–୦୮/୨୦୨୬ ରୁଜୁ କରାଯାଇଛି। ଏହି ମାମଲା ଭାରତୀୟ ନ୍ୟାୟ ସଂହିତା (BNS), ୨୦୨୩ର ଧାରା ୩୧୬(୫), ୨୦୧, ୩ (୫) ଏବଂ ୬୧ (୨) ଅନୁଯାୟୀ ଏହି ମାମଲା ଦାୟର କରାଯାଇଛି।

କ୍ରାଇମବ୍ରାଞ୍ଚ ଏସ୍‌ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କୁ ଏହି ସମ୍ବେଦନଶୀଳ ମାମଲାର ମୁଖ୍ୟ ତଦନ୍ତକାରୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।

ତଦନ୍ତକୁ ବ୍ୟାପକ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକାଧିକ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ କରାଯାଇଛି। ପାଠ୍ୟପୁସ୍ତକ ପ୍ରସ୍ତୁତି, ବିଷୟବସ୍ତୁ ଚୟନ, ଅନୁମୋଦନ, ମୁଦ୍ରଣ, ପ୍ରକାଶନ ଏବଂ ବଣ୍ଟନ ପର୍ଯ୍ୟନ୍ତ ସମଗ୍ର ପ୍ରକ୍ରିୟାର ପ୍ରତ୍ୟେକ ପର୍ଯ୍ୟାୟକୁ ତନ୍ନ ତନ୍ନ କରି ଯାଞ୍ଚ କରାଯିବ। ଆବଶ୍ୟକ ସ୍ଥଳେ ସମ୍ପୃକ୍ତ ଦସ୍ତାବିଜ, ରେକର୍ଡ ଓ ଅନ୍ୟାନ୍ୟ ସାକ୍ଷ୍ୟ ସଂଗ୍ରହ କରାଯିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବ।

କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି ମାମଲାର ନିରପେକ୍ଷ ତଦନ୍ତ କରାଯାଇ ପ୍ରମାଣ ଆଧାରରେ ପରବର୍ତ୍ତୀ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ।

SCERT ଅନିୟମିତତା ମାମଲା ସ୍କୁଲ ପାଠ୍ୟପୁସ୍ତକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନ ଦୋଷୀ ସାବ୍ୟସ୍ତ

July 13, 2026

ଓମର ଅବଦୁଲ୍ଲାଙ୍କୁ ବିଜେପିର ମାନହାନି ମୋକଦ୍ଦମା ଚେତାବନୀ

July 13, 2026

ପୁରୁଷ ଦଳର ପରାଜୟର ପ୍ରତିଶୋଧ ନେଲା ମହିଳା ଦଳ: ଇଂଲଣ୍ଡକୁ ପରାସ୍ତ କଲା ଭାରତ

July 13, 2026
Latest News

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନ ଦୋଷୀ ସାବ୍ୟସ୍ତ

July 13, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଓମର ଅବଦୁଲ୍ଲାଙ୍କୁ ବିଜେପିର ମାନହାନି ମୋକଦ୍ଦମା ଚେତାବନୀ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.