Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ
ଆଜିର ଖବର

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
PC-PNDT Violations: Ultrasound Centre Sealed
PC-PNDT Violations: Ultrasound Centre Sealed

ବାଲେଶ୍ୱର: ବାଲେଶ୍ୱରରେ ବେଆଇନ ଲିଙ୍ଗ ନିରୂପଣ ଓ ବେଆଇନ ଗର୍ଭପାତ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପିସି ପିଏନଡିଟି ଆଇନ ଉଲ୍ଲଙ୍ଘନ ସୂଚନା ଆଧାରରେ ଏକ ପଞ୍ଜୀକୃତ ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରରେ ଆକସ୍ମିକ ଯାଞ୍ଚ କରାଯାଇଛି। ଯାଞ୍ଚରେ ମିଳିଥିବା ପ୍ରାଥମିକ ତଥ୍ୟ ଆଧାରରେ ସମ୍ପୃକ୍ତ ପ୍ରତିଷ୍ଠାନକୁ ସିଲ୍ କରାଯାଇଛି। ତଦନ୍ତ ଓ ସମସ୍ତ ପ୍ରମାଣର ଯାଞ୍ଚ ଶେଷ ହେବା ପରେ ବିଧିବଦ୍ଧ ନୋଟିସ୍ ଜାରି କରାଯିବ ଏବଂ ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

PC-PNDT Violations Ultrasound Centre Sealed
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.