Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ
ଆଜିର ଖବର

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dentists to Get 20,000 Monthly Incentive
Dentists to Get 20,000 Monthly Incentive

ଭୁବନେଶ୍ୱର: ସମ୍ଭାବ୍ୟ କୋଭିଡ-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଅଧ୍ୟକ୍ଷତା କରି ବିଭିନ୍ନ ପ୍ରସ୍ତୁତି ଓ ଆବଶ୍ୟକୀୟ ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନ ଏ ବାବଦରେ କୌଣସି ବ୍ୟସ୍ତ ନ ହେବାକୁ ସେ କହିଛନ୍ତି। ରାଜ୍ୟ ସରକାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସହ ନିରନ୍ତର ସମନ୍ୱୟରେ ଅଛନ୍ତି ଏବଂ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମାନ୍ୟବର ମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି।

ଜନସାଧାରଣଙ୍କୁ ଅନୁରୋଧ କରି କୌଣସି ଗୁଜବ କିମ୍ବା ଅପପ୍ରଚାରରେ ବିଚଳିତ ଅଥବା ଭୟଭୀତ ନହୋଇ ସଚେତନ ରହିବା ଏବଂ ଆବଶ୍ୟକ ସ୍ୱାସ୍ଥ୍ୟ ସୁରକ୍ଷା ନିୟମାବଳୀ ପାଳନ କରିବାକୁ ଅନୁରୋଧ କରିଛନ୍ତି। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ଅଶ୍ଵତୀ ଏସ., ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ବୃନ୍ଦା ଡ଼ି ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

covid-19 Mukesh Mahaling କୋଭିଡ଼-୧୯ ଡ. ମୁକେଶ ମହାଲିଙ୍ଗ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଲା କୁକୁର ଆତଙ୍କ: ଗୋଟିଏ ଦିନରେ ୧୩ ମେଡିକାଲେ ଭର୍ତ୍ତି, ଲୋକେ ଭୟଭୀତ

October 4, 2026

ବାରଣ୍ଡାରେ ଇ-ସ୍କୁଟି ପାର୍କିଂ ହେଲା କାଳ! ଜଳିଗଲା ସ୍କୁଟି ସହ ବାଇକ୍‌

October 4, 2026

GST ଆଇନରେ ବଡ଼ ପରିବର୍ତ୍ତନ! ଅକ୍ଟୋବର ୭ରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ମାମଲା

October 4, 2026

ପାର୍ବଣ ପୂର୍ବରୁ ବ୍ରହ୍ମପୁରରେ ରକ୍ତରଞ୍ଜିତ ହତ୍ୟାକାଣ୍ଡ! ସାଙ୍ଗର ତଣ୍ଟି କାଟି ହତ୍ୟା କଲା ସାଙ୍ଗ

October 4, 2026
Latest News

ବୁଲା କୁକୁର ଆତଙ୍କ: ଗୋଟିଏ ଦିନରେ ୧୩ ମେଡିକାଲେ ଭର୍ତ୍ତି, ଲୋକେ ଭୟଭୀତ

October 4, 2026

ବାରଣ୍ଡାରେ ଇ-ସ୍କୁଟି ପାର୍କିଂ ହେଲା କାଳ! ଜଳିଗଲା ସ୍କୁଟି ସହ ବାଇକ୍‌

October 4, 2026

GST ଆଇନରେ ବଡ଼ ପରିବର୍ତ୍ତନ! ଅକ୍ଟୋବର ୭ରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ମାମଲା

October 4, 2026

ମୋବାଇଲ୍ ରିଚାର୍ଜରେ ବଡ଼ ପରିବର୍ତ୍ତନ, ଡାଟା ନୁହେଁ କେବଳ କଲ୍-SMS ପାଇଁ ମିଳିବ ସ୍ୱତନ୍ତ୍ର ପ୍ୟାକ୍

October 4, 2026

ପାର୍ବଣ ପୂର୍ବରୁ ବ୍ରହ୍ମପୁରରେ ରକ୍ତରଞ୍ଜିତ ହତ୍ୟାକାଣ୍ଡ! ସାଙ୍ଗର ତଣ୍ଟି କାଟି ହତ୍ୟା କଲା ସାଙ୍ଗ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.