Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

July 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି। ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରିଥାଏ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା। ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି। ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି। ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ।

ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ।  ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ।

ଜୟ ଜଗନ୍ନାଥ!’’

ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026
Latest News

୭୪ ବର୍ଷରେ ଚିରବିଦାୟ ନେଲେ ଅଭିନେତା ପ୍ରଦୀପ ରାୱତ

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.