Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩
ଆଜିର ଖବର

ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩

August 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଗୁରୁବାର ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଯୁକ୍ତ ୨ କଲେଜ ପାଇଁ ମଧ୍ୟ ନୂଆ ନିଯୁକ୍ତି କରାଯିବ। ନୂତନ ନିଯୁକ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ନିୟମ ଲାଗୁ କରାଯିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଗୁରୁବାର ଲୋକସେବା ଭବନରେ ଶିକ୍ଷା ବିଭାଗର ମିଳିତ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗୋଟିଏ କଲେଜରେ ଏକାଠି ଥିବା ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଯୁକ୍ତ ୩ କଲେଜରେ ରହିବେ। ସେହିଭଳି ଯୁକ୍ତ ୨ କଲେଜ ପାଇଁ ନୂତନ ନିଯୁକ୍ତି ହେବ। ଶିକ୍ଷା ବିଭାଗର ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ +୩ ରୁ +୨ ଉଚ୍ଛେଦ, କର୍ମଚାରୀ ବଣ୍ଟନ ଓ ଭିତ୍ତିଭୂମି ପରିଚାଳନା ଉପରେ ଆଲୋଚନା କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗର ଏହି ମିଳିତ ବୈଠକରେ ଉଭୟ ବିଭାଗର ମନ୍ତ୍ରୀ, ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026
Latest News

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026

ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.