Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ
ଆଜିର ଖବର

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଥଯାତ୍ରାରେ ପ୍ରବଳ ଭିଡ
ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

ପୁରୀ: ଆଜି ପୁରୀ ରଥଯାତ୍ରାରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ବର୍ଷା ସତ୍ବେ ଲକ୍ଷାଧିକ ଭକ୍ତଙ୍କର ସମାଗମ ଦେଖିବାକୁ ମିଳିଥିଲା। ଫଳରେ ଏହି ଭିଡ ଭିତରେ ଜଣେ ଅଣନିଶ୍ବାସୀ ହୋଇ ମୃତ୍ୟୁବରଣ କରିଥିବାର ଜଣାପଡିଛି। ତେବେ ଆଉ ଜଣେ ଅସୁସ୍ଥ ହୋଇପଡିଥିବାର ମଧ୍ୟ ଖବର ଆସିଛି।

ଘଟଣାରୁ ଜଣାପଡିଛି ଯେ, ରଥ ପାଖରେ ଭକ୍ତମାନଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ସେଠାରେ ଠେଲାପେଲା ଆରମ୍ଭ ହୋଇଯାଇଥିଲା। ଏହି ଭିତରେ ଜଣେ ଭକ୍ତ ତଳେ ପଡିଯିବାରୁ ଅନ୍ୟମାନେ ତାଙ୍କ ଉପରେ ଚଢିଯାଇଥିଲେ। ଫଳରେ ତାଙ୍କୁ ସେଚ୍ଛାସେବୀଙ୍କ ମାଧ୍ୟମରେ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ତେବେ ସେଠାରେ ଶତାଧିକ ଅଣନିଶ୍ବାସୀ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାର ଜଣାପଡିଛି।

ଏହାପରେ ପ୍ରଶାସନ ତରଫରୁ ଭକ୍ତମାନଙ୍କୁ ନିୟନ୍ତ୍ରିତ ଭାବେ ଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା। ସେଠାରେ ଅଧିକ ଫୋର୍ସ ମୁତୟନ କରାଯାଇଥିଲା।

Rath Jatra 2026 Rath Yatra ରଥଯାତ୍ରାରେ ଠେଲାପେଲା ରଥଯାତ୍ରାରେ ପ୍ରବଳ ଭିଡ
Share. Facebook Twitter LinkedIn Email WhatsApp Copy Link

Related Posts

ପାରଳାଖେମୁଣ୍ଡି ରେଳ ଷ୍ଟେସନର ନବକଳେବର: ଆସନ୍ତାକାଲି ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

July 16, 2026

ତାଳଚେର ଅମୃତ ଭାରତ ଷ୍ଟେସନ: ଆଧୁନିକତା ଏବଂ ପରମ୍ପରାର ମିଳନ

July 16, 2026

ଘିଡିଘିଡି ନାଦରେ ଗଡିଲା ରଥ,ଘଣ୍ଟାଏ ବିଳମ୍ବରେ ଆରମ୍ଭ ହେଲା ରଥଟଣା, ବର୍ଷା ସତ୍ବେ ବଡଦାଣ୍ଡ ଲୋକାରଣ୍ୟ

July 16, 2026

ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଟି ସ୍କୁଲରେ JEE ଏବଂ NEET ପାଇଁ ମାଗଣା କୋଚିଂ

July 16, 2026
Latest News

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026

ପାରଳାଖେମୁଣ୍ଡି ରେଳ ଷ୍ଟେସନର ନବକଳେବର: ଆସନ୍ତାକାଲି ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

July 16, 2026

ତାଳଚେର ଅମୃତ ଭାରତ ଷ୍ଟେସନ: ଆଧୁନିକତା ଏବଂ ପରମ୍ପରାର ମିଳନ

July 16, 2026

ଘିଡିଘିଡି ନାଦରେ ଗଡିଲା ରଥ,ଘଣ୍ଟାଏ ବିଳମ୍ବରେ ଆରମ୍ଭ ହେଲା ରଥଟଣା, ବର୍ଷା ସତ୍ବେ ବଡଦାଣ୍ଡ ଲୋକାରଣ୍ୟ

July 16, 2026

ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଟି ସ୍କୁଲରେ JEE ଏବଂ NEET ପାଇଁ ମାଗଣା କୋଚିଂ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.