Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଏକାଦଶ ଶ୍ରାଦ୍ଧ ବାର୍ଷିକୀ : କନ୍ଧମାଳରେ କଡା ସୁରକ୍ଷା ବ୍ୟବସ୍ଥା
ଆଜିର ଖବର

ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଏକାଦଶ ଶ୍ରାଦ୍ଧ ବାର୍ଷିକୀ : କନ୍ଧମାଳରେ କଡା ସୁରକ୍ଷା ବ୍ୟବସ୍ଥା

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଏକାଦଶ ଶ୍ରାଦ୍ଧ ବାର୍ଷିକୀ । ଲକ୍ଷ୍ମଣାନନ୍ଦଙ୍କ କନ୍ଧମାଳ ଚକାପାଦସ୍ଥିତ ଗୁରୁକୁଳ ସଂସ୍କୃତ ବିଦ୍ୟାଳୟ ଏବଂ ଜଳେଶପଟା କନ୍ୟାଶ୍ରମରେ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଉଛି । ଏହା ସହିତ ଜନ୍ମାଷ୍ଟମୀ ହୋଇଥିବାରୁ ମଧ୍ୟ ପୂଜାର୍ଚ୍ଚନା କରାଯାଉଛି । ଏଥିପାଇଁ କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଚକାପାଦ ଓ ଜଳେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସେହିପରି ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଉଛି । ଫୁଲବାଣୀ ସହରର ଗାନ୍ଧୀ ସ୍ମୃତି ଭବନରେ ସ୍ୱାମୀଜୀଙ୍କ ଉଦ୍ଦେଶ୍ୟରେ ଏକ ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ କରାଯାଇଛି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଫୁଲବାଣୀ ସହରରେ ଅଧିକ 1 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । କୌଣସି ଅଘଟଣକୁ ଏଡ଼ାଇବାକୁ ବିଭିନ୍ନ ସ୍ଥାନରେ ଗାଡ଼ି ମଟରକୁ ତନ୍ନ ତନ୍ନ କରି ଯାଞ୍ଚ କରାଯାଉଛି । ଡିଏସ୍‌ପି ଓ ଅତିରିକ୍ତ ଏସ୍‌ପି ଆଶ୍ରମରେ କ୍ୟାମ୍ପ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026
Latest News

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.