Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ
ଆଜିର ଖବର

ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ

July 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
NEP Key to Viksit Odisha: Minister Nityananda Gond
NEP Key to Viksit Odisha: Minister Nityananda Gond

ନବରଙ୍ଗପୁର: ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଅତ୍ୟନ୍ତ ଆବଶ୍ୟକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ନବରଙ୍ଗପୁର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି)ର ବାର୍ଷିକ ଉତ୍ସବରେ ଯୋଗଦେଇ ସେ କହିଥିଲେ, ଜାତୀୟ ଶିକ୍ଷା ନୀତିର ପ୍ରଭାବଶାଳୀ କାର୍ଯ୍ୟକାରିତା ଆଗାମୀ ପିଢ଼ିର ଭବିଷ୍ୟତ ଗଠନରେ ନିର୍ଣ୍ଣାୟକ ଭୂମିକା ନେବ।

ମନ୍ତ୍ରୀ କହିଥିଲେ, ଗୁଣାତ୍ମକ ପ୍ରାଥମିକ ଶିକ୍ଷା ପ୍ରଦାନ ସହ ଦକ୍ଷ ଓ ଉତ୍ତମ ଶିକ୍ଷକ ସୃଷ୍ଟିରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଅବସରରେ ପ୍ରତିଷ୍ଠାନ ପକ୍ଷରୁ ‘ପ୍ରଶ୍ନ ପୋକ’ ପଡ୍କାଷ୍ଟ ଏବଂ ‘ଶାମୁକା’ ମୁଖପତ୍ରର ଶୁଭ ଉନ୍ମୋଚନ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଗୌରୀଶଙ୍କର ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ଶିକ୍ଷାବିତ, ଶିକ୍ଷକ, ଶିକ୍ଷୟିତ୍ରୀ ଓ ପ୍ରଶିକ୍ଷାର୍ଥୀମାନେ ଉପସ୍ଥିତ ଥିଲେ।

NEP Nityananda Gond Viksit Odisha ଜାତୀୟ ଶିକ୍ଷା ନୀତି ନିତ୍ୟାନନ୍ଦ ଗଣ୍ଡ ବିକଶିତ ଓଡିଶା ବିକଶିତ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026
Latest News

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026

ଆସନ୍ତା ୮ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.