Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମାଷ୍ଟମୀରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତି : ସନ୍ଧ୍ୟା 6ଟା ପରଠୁ 5 ଘଣ୍ଟା ଦର୍ଶନ ବନ୍ଦ
ଆଜିର ଖବର

ଜନ୍ମାଷ୍ଟମୀରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତି : ସନ୍ଧ୍ୟା 6ଟା ପରଠୁ 5 ଘଣ୍ଟା ଦର୍ଶନ ବନ୍ଦ

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡିଶାର ପୁରପଲ୍ଲୀରେ ଜନ୍ମାଷ୍ଟମୀ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି 12 ଘଟିକାକୁ କୃଷ୍ଣ ଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି । ଶ୍ରୀମନ୍ଦିରରେ ମଧ୍ୟ ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହୋଇଥାଏ । ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ହେବ । ସନ୍ଧ୍ୟା ଧୂପ ପରେ ଜନ୍ମାଷ୍ଟମୀ ନୀତି ଆରମ୍ଭ ହେବ । ଏଥିଲାଗି ସନ୍ଧ୍ୟା 6 ରୁ ରାତି 11ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ରାତି 11 ଟା ପରେ ମହାପ୍ରଭୁ ପୁନର୍ବାର ଭକ୍ତଙ୍କୁ ଦର୍ଶନ ଦେବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026
Latest News

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.