Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖେଳପଡିଆରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଆଜିର ଖବର

ଖେଳପଡିଆରୁ ନବଜାତ ଶିଶୁପୁତ୍ର ଉଦ୍ଧାର

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍‌ର କୁକିଆ ଗାଁ ନିକଟରେ ଥିବା ଖେଳ ପଡ଼ିଆରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି । ଆଜି ସକାଳେ ଗାଁର ରଞ୍ଜନ ବଗର୍ତି ଶୌଚ ପାଇଁ ଯାଇଥିବା ବେଳେ ଶିଶୁର କାନ୍ଦ ଶୁଣି ଆଖପାଖରେ ଖୋଜାଖୋଜି କରିଥିଲେ । କିଛି ସମୟ ପରେ ଖେଳ ପଡ଼ିଆରୁ କାନ୍ଦୁଥିବା ଅବସ୍ଥାରେ ଏକ ଶିଶୁପୁତ୍ରକୁ ଠାବ କରିଥିଲେ। ଏନେଇ ଆଶାକର୍ମୀଙ୍କୁ ଖବର ଦେବାପରେ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା । ଏହାପରେ 108 ଆମ୍ବୁଲାନ୍ସ ଯୋଗେ ଶିଶୁକୁ ଅଣାଯାଇ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶିଶୁପୁତ୍ରଟି ବର୍ତ୍ତମାନ ସୁସ୍ଥ ଥିବା ଡାକ୍ତର କହିଛନ୍ତି । ଶିଶୁ ପୁତ୍ରକୁ ଶିଶୁ ସୁରକ୍ଷା ୟୁନିଟକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

January 24, 2026

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026

ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପରାକ୍ରମ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 24, 2026
Latest News

ମତ୍ସ୍ୟ-ପ୍ରାଣୀ ସମାବେଶର ଶେଷ ଦିନ: ଜନ ସମୁଦ୍ର ପାଲଟିଲା ଜନତା ମଇଦାନ

January 24, 2026

ରୋଜଗାର ମେଳା: ଆଜି ୬୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

January 24, 2026

‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୬’ ପାଇଁ ଦୁଇଟି ପୁରସ୍କାର ଘୋଷଣା

January 24, 2026

ନେଦରଲ୍ୟାଣ୍ଡସ୍‌ରେ ଏଏସ୍‍ଏମ୍‍ଏଲ୍‍ ମୁଖ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଥିରୁଅନନ୍ତପୁରମଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.