Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ
ଆଜିର ଖବର

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

ଭୁବନେଶ୍ୱର: ଆଗାମୀ ଜୁଲାଇ ୨୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଅଶୋକ ନଗର (ୟୁନିଟ-୨) ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ସକାଳ ୮ ଘଟିକା ଠାରୁ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜିକରଣ ଜୁଲାଇ ୨୨ ତାରିଖ ଦିବା ୧୧ ଘଟିକାଠାରୁ ଆରମ୍ଭ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (http://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜିକରଣ କରିପାରିବେ।

ଜନସାଧାରଣ ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଅଶୋକ ନଗର ଜନ ଅଭିଯୋଗ ଶୁଣାଣି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୧ ତାରିଖ ମଙ୍ଗଳବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର

July 21, 2026

ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା

July 20, 2026

କେଜିବିଭି ୱାର୍ଡେନଙ୍କ ନିମନ୍ତେ ପାଞ୍ଚଦିନିଆ ଆବାସିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

July 20, 2026

ରାଜ୍ୟରେ କମ୍ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିକୁ ନେଇ ଉଚ୍ଚସ୍ତରୀୟ ବୈଠକ

July 20, 2026
Latest News

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026

ଆଜି ଜୁଲାଇ ୨୧ ତାରିଖ ମଙ୍ଗଳବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର

July 21, 2026

ପୁରୀରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା

July 20, 2026

କେଜିବିଭି ୱାର୍ଡେନଙ୍କ ନିମନ୍ତେ ପାଞ୍ଚଦିନିଆ ଆବାସିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

July 20, 2026

ରାଜ୍ୟରେ କମ୍ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ସ୍ଥିତିକୁ ନେଇ ଉଚ୍ଚସ୍ତରୀୟ ବୈଠକ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.