Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ପ୍ରସଙ୍ଗରେ ଭାରତକୁ ଫ୍ରାନ୍ସର ସମର୍ଥନ
ଆଜିର ଖବର

ଧାରା 370 ଉଚ୍ଛେଦ ପ୍ରସଙ୍ଗରେ ଭାରତକୁ ଫ୍ରାନ୍ସର ସମର୍ଥନ

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ରହିଥିବା ବେଳେ ଧାରା 370 ଉଚ୍ଛେଦ ସପକ୍ଷରେ ମତ ଦେଇଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରନ୍‌ । ଏହା ଭାରତର ଅନ୍ତରୀଣ ବ୍ୟାପାର ଏବଂ ଅନ୍ୟ କୌଣସି ରାଷ୍ଟ୍ର ଏଥିରେ ହସ୍ତକ୍ଷେପ କରିବା ଅନୁଚିତ ବୋଲି ମାକ୍ରନ୍‌ କହିଛନ୍ତି । ଏହି ପରିପ୍ରେକ୍ଷୀରେ ଦୁଇ ଦେଶ ବିଭିନ୍ ରାଜନୈତିକ ପ୍ରସଙ୍ଗର ସମୀକ୍ଷା କରିଥିଲେ । ଉଭୟ ନେତା ପ୍ରାୟ 90 ମିନିଟ ଧରି ଆଲୋଚନା କରିଥିବା ଭାରତୀୟ ବୈଦେଶିକ ମନ୍ତ୍ରାଳୟର ପ୍ରବକ୍ତା ରବିଶ କୁମାର କହିଛନ୍ତି । ଜମ୍ମୁ-କାଶ୍ମୀରରେ ଭାରତ ସରକାରଙ୍କ ତରଫରୁ ଧାରା 370 ହଟାଯିବା ପରେ ପାକିସ୍ତାନ ଏହାକୁ ବିରୋଧ କରିଥିଲା । ଏହା ବିରୋଧରେ ପାକିସ୍ତାନ ବିଭିନ୍ନ ଦେଶ ବୁଲି ସାହାଯ୍ୟ ସମର୍ଥନ ମାଗିଥିଲା । କିନ୍ତୁ କେହି ପାକିସ୍ତାନର ସମର୍ଥନରେ ବାହାରି ନଥିଲେ । ଏବେ ପାକିସ୍ତାନକୁ ଆଉ ଏକ ଝଟକା ଲାଗିଛି । ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ କରିଛନ୍ତି । କୌଣସି ବାହ୍ୟ ରାଷ୍ଟ୍ର ଏହି ପ୍ରସଙ୍ଗରେ ଦଖଲ ଦେବା ଅନୁଚିତ ବୋଲି ସେ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.