Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ପ୍ରସଙ୍ଗରେ ଭାରତକୁ ଫ୍ରାନ୍ସର ସମର୍ଥନ
ଆଜିର ଖବର

ଧାରା 370 ଉଚ୍ଛେଦ ପ୍ରସଙ୍ଗରେ ଭାରତକୁ ଫ୍ରାନ୍ସର ସମର୍ଥନ

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ରହିଥିବା ବେଳେ ଧାରା 370 ଉଚ୍ଛେଦ ସପକ୍ଷରେ ମତ ଦେଇଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରନ୍‌ । ଏହା ଭାରତର ଅନ୍ତରୀଣ ବ୍ୟାପାର ଏବଂ ଅନ୍ୟ କୌଣସି ରାଷ୍ଟ୍ର ଏଥିରେ ହସ୍ତକ୍ଷେପ କରିବା ଅନୁଚିତ ବୋଲି ମାକ୍ରନ୍‌ କହିଛନ୍ତି । ଏହି ପରିପ୍ରେକ୍ଷୀରେ ଦୁଇ ଦେଶ ବିଭିନ୍ ରାଜନୈତିକ ପ୍ରସଙ୍ଗର ସମୀକ୍ଷା କରିଥିଲେ । ଉଭୟ ନେତା ପ୍ରାୟ 90 ମିନିଟ ଧରି ଆଲୋଚନା କରିଥିବା ଭାରତୀୟ ବୈଦେଶିକ ମନ୍ତ୍ରାଳୟର ପ୍ରବକ୍ତା ରବିଶ କୁମାର କହିଛନ୍ତି । ଜମ୍ମୁ-କାଶ୍ମୀରରେ ଭାରତ ସରକାରଙ୍କ ତରଫରୁ ଧାରା 370 ହଟାଯିବା ପରେ ପାକିସ୍ତାନ ଏହାକୁ ବିରୋଧ କରିଥିଲା । ଏହା ବିରୋଧରେ ପାକିସ୍ତାନ ବିଭିନ୍ନ ଦେଶ ବୁଲି ସାହାଯ୍ୟ ସମର୍ଥନ ମାଗିଥିଲା । କିନ୍ତୁ କେହି ପାକିସ୍ତାନର ସମର୍ଥନରେ ବାହାରି ନଥିଲେ । ଏବେ ପାକିସ୍ତାନକୁ ଆଉ ଏକ ଝଟକା ଲାଗିଛି । ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ କରିଛନ୍ତି । କୌଣସି ବାହ୍ୟ ରାଷ୍ଟ୍ର ଏହି ପ୍ରସଙ୍ଗରେ ଦଖଲ ଦେବା ଅନୁଚିତ ବୋଲି ସେ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.