Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର
ଆଜିର ଖବର

ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର

July 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
EV
ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର

ଭୁବନେଶ୍ଵର: ଓଡ଼ିଶାରେ ବୈଦ୍ୟୁତିକ ଯାନ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ରାଜ୍ୟକୁ ୪୦ କୋଟି ୫୦ ଲକ୍ଷ ୭୫ ହଜାର ୭୪୦ ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ଏଥି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି, ଜୁନ୍ ୨୦୨୬ରେ ଇଭି ବିକ୍ରିରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି।

ସେହିପରି ରାଜ୍ୟ ସରକାର STA ଓ OSRTC ମାଧ୍ୟମରେ ପ୍ରଥମ ପର୍ଯ୍ୟାୟରେ ୫୦୦ରୁ ଅଧିକ ଇଭି ଚାର୍ଜିଂ ଷ୍ଟେସନ୍ ସ୍ଥାପନ ପାଇଁ ମଧ୍ୟ ପଦକ୍ଷେପ ନେଇଛନ୍ତି। ଏହି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬ଟି ସହରର ୧୭୦ଟି ସ୍ଥାନରେ ୬୮୮ଟି ଇଭି ଚାର୍ଜର ଓ ୪ଟି ବ୍ୟାଟେରି ସ୍ୱାପିଂ ଷ୍ଟେସନ୍ ସ୍ଥାପନ କରାଯିବ । ଚାର୍ଜିଂ ଷ୍ଟେସନ୍ଗୁଡ଼ିକ ସରକାରୀ କାର୍ଯ୍ୟାଳୟ, ରେଳ ଷ୍ଟେସନ୍, ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ପାର୍କିଂ ସ୍ଥାନ ଓ ପ୍ରମୁଖ ସଡ଼କ ନିକଟରେ ନିର୍ମାଣ ହେବ।

Bibhuti Jena EV Infrastructure ଅନୁଦାନ ମଞ୍ଜୁର କେନ୍ଦ୍ର ସରକାର ବୈଦ୍ୟୁତିକ ଯାନ ବ୍ୟବହାର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026

“ଧନ୍ୟବାଦ ବନ୍ଧୁଗଣ”: ଯୁବପିଢ଼ିଙ୍କ ଭଲପାଇବ ଏବଂ ସମର୍ଥନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

July 25, 2026

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026
Latest News

ପିଏମ୍ ଇ-ଡ୍ରାଇଭ୍ ଯୋଜନାରେ ଓଡିଶାକୁ ୪୦.୫ କୋଟି ମଞ୍ଜୁର

July 25, 2026

ଓଡ଼ିଶା ଆୟକର ବିଭାଗ ପକ୍ଷରୁ ୧୬୭ତମ ଆୟକର ଦିବସ ପାଳିତ

July 25, 2026

“ଧନ୍ୟବାଦ ବନ୍ଧୁଗଣ”: ଯୁବପିଢ଼ିଙ୍କ ଭଲପାଇବ ଏବଂ ସମର୍ଥନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

July 25, 2026

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.